Home Coronavirus Outbreak ରାଜ୍ୟରେ ଆଜି ୧୭୩ ନୂଆ ଆକ୍ରାନ୍ତ ଚିହ୍ନଟ : ୨ ମୃତ

ରାଜ୍ୟରେ ଆଜି ୧୭୩ ନୂଆ ଆକ୍ରାନ୍ତ ଚିହ୍ନଟ : ୨ ମୃତ

89

ଭୁବନେଶ୍ୱର ୧୧ -୧୨ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୧୭୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨ ଜଣଙ୍କର ମୃତ୍ୟୁ ହୋଇଛି। ତେବେ

ନୂଆ ଆକ୍ରାନ୍ତ: ୧୭୩

୦-୧୮ ବର୍ଷର : ୨୧

– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୧୦୨

– ସ୍ଥାନୀୟ ଅଞ୍ଚଳରୁ୭୧

୧- ବାଲେଶ୍ୱର ଜିଲ୍ଲାରୁ – ୩

୨- ବରଗଡ଼ ଜିଲ୍ଲାରୁ – ୩

୩- ଭଦ୍ରକ ଜିଲ୍ଲାରୁ – ୧

୪- ବଲାଙ୍ଗୀର ଜିଲ୍ଲାରୁ – ୧

୫- କଟକ ଜିଲ୍ଲାରୁ – ୪

୬- ଦେବଗଡ଼ ଜିଲ୍ଲାରୁ – ୧

୭- ଢେଙ୍କାନାଳ ଜିଲ୍ଲାରୁ – ୨

୮- ଗଜପତି ଜିଲ୍ଲାରୁ – ୩

୯- ଜଗତସିଂହପୁର ଜିଲ୍ଲାରୁ – ୨

୧୦- ଯାଜପୁର ଜିଲ୍ଲାରୁ – ୭

୧୧- ଝାରସୁଗୁଡ଼ା ଜିଲ୍ଲାରୁ – ୧

୧୨- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧

୧୩- ଖୋର୍ଦ୍ଧାରୁ : ୮୬

୧୪- କୋରାପୁଟ ଜିଲ୍ଲାରୁ – ୧

୧୫- ମୟୁରଭଞ୍ଜ ଜିଲ୍ଲାରୁ – ୧୯

୧୬- ପୁରୀ ଜିଲ୍ଲାରୁ – ୫

୧୭- ରାୟଗଡ଼ା ଜିଲ୍ଲାରୁ – ୧

୧୮- ସମ୍ବଲପୁର ଜିଲ୍ଲାରୁ – ୫

୧୯- ସୋନପୁର ଜିଲ୍ଲାରୁ – ୧

୨୦- ସୁନ୍ଦରଗଡ଼ ଜିଲ୍ଲାରୁ – ୭

୨୧- State Pool: ୧୯

– ନୂଆ ସୁସ୍ଥ ହୋଇଥିଲେ୩୦୭

– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୨୪୩୫୭୭୮୧

– ମୋଟ ଆକ୍ରାନ୍ତ ୧୦୫୧୪୧୪

– ମୋଟ ସୁସ୍ଛ ହୋଲେଣି ୧୦୪୦୯୨୭

– ସକ୍ରୀୟ ଆକ୍ରାନ୍ତ – ୨୦୦୧

ରାଜ୍ୟରେ ଆଜି କରୋନା କାରଣରୁ ୨ ଜଣଙ୍କର ମୃତ୍ୟୁ ହୋଇଛି। ଏହା ସହ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮, ୪୩୩ କୁ ବୃଦ୍ଧି ପାଇଛି।

ଜିଲ୍ଲାୱାରୀ ସମ୍ପୂର୍ଣ୍ଣ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୩୯୬୭ ଜଣ ସଂକ୍ରମିତ ହୋଇଥିବା ବେଳେ ୩୧ ଜଣ ସକ୍ରୀୟ ଅଛନ୍ତି। ୪୩, ୫୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୪୧, ୦୨୬ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୩ [+୨] ଜଣ ସକ୍ରୀୟ ଅଛନ୍ତି। ୪୦, ୬୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୧, ୧୬୬ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫ [+୨] ଜଣ ସକ୍ରୀୟ ଅଛନ୍ତି। ୩୦, ୮୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୪୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୬, ୫୮୩ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩ [+୧] ଜଣ ସକ୍ରୀୟ ଅଛନ୍ତି। ୨୬, ୪୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୪୫୮ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭ [+୧] ଜଣ ସକ୍ରୀୟ ଅଛନ୍ତି। ୨୩, ୩୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨୬୫୮ ଜଣ ସଂକ୍ରମିତ ହୋଇଥିବା ବେଳେ ୧୦ ଜଣ ସକ୍ରୀୟ ଅଛନ୍ତି। ୧୨, ୫୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୯୫, ୩୩୮ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୯୮ [+୪] ଜଣ ସକ୍ରୀୟ ଅଛନ୍ତି। ୯୪, ୩୭୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୫୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୬୦୯ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫ [+୧] ଜଣ ସକ୍ରୀୟ ଅଛନ୍ତି। ୬, ୫୫୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୨୦, ୦୧୫ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩ [+୨] ଜଣ ସକ୍ରୀୟ ଅଛନ୍ତି। ୧୯, ୭୪୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୭୨୭ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦ [+୩] ଜଣ ସକ୍ରୀୟ ଅଛନ୍ତି। ୯, ୬୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩୯୪୮ ଜଣ ସଂକ୍ରମିତ ହୋଇଥିବା ବେଳେ ୨୦ ଜଣ ସକ୍ରୀୟ ଅଛନ୍ତି। ୩୩, ୪୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୮୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୮, ୦୭୪ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୮ [+୨] ଜଣ ସକ୍ରୀୟ ଅଛନ୍ତି। ୨୭, ୭୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୧୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୪, ୧୦୪ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୯୬ [+୭] ଜଣ ସକ୍ରୀୟ ଅଛନ୍ତି। ୪୩, ୮୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୯୫୭ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮ [+୧] ଜଣ ସକ୍ରୀୟ ଅଛନ୍ତି। ୨୩, ୭୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪୩୩୫ ଜଣ ସଂକ୍ରମିତ ହୋଇଥିବା ବେଳେ ୬ ଜଣ ସକ୍ରୀୟ ଅଛନ୍ତି। ୨୪, ୧୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧୫୪୮ ଜଣ ସଂକ୍ରମିତ ହୋଇଥିବା ବେଳେ ୭ ଜଣ ସକ୍ରୀୟ ଅଛନ୍ତି। ୧୧, ୪୫୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୫, ୦୩୨ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦ [+୧] ଜଣ ସକ୍ରୀୟ ଅଛନ୍ତି। ୨୪, ୭୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୧୦୩୩ ଜଣ ସଂକ୍ରମିତ ହୋଇଥିବା ବେଳେ ୧୪ ଜଣ ସକ୍ରୀୟ ଅଛନ୍ତି। ୨୦, ୮୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୮୦, ୦୫୨ [+୮୬] ଜଣ ସଂକ୍ରମିତ ହୋଇଥିବା ବେଳେ ୯୦୦ [+୮୬] ଜଣ ସକ୍ରୀୟ ଅଛନ୍ତି। ୧, ୭୭, ୫୫୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୮୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୯, ୧୭୬ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭ [+୧] ଜଣ ସକ୍ରୀୟ ଅଛନ୍ତି। ୧୯, ୦୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧୬୯୧ ଜଣ ସଂକ୍ରମିତ ହୋଇଥିବା ବେଳେ ୩ ଜଣ ସକ୍ରୀୟ ଅଛନ୍ତି। ୧୧, ୬୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୪୧, ୨୬୭ [+୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୧ [+୧୯] ଜଣ ସକ୍ରୀୟ ଅଛନ୍ତି। ୪୦, ୮୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩୫୬୧ ଜଣ ସଂକ୍ରମିତ ହୋଇଥିବା ବେଳେ ୨ ଜଣ ସକ୍ରୀୟ ଅଛନ୍ତି। ୨୩, ୪୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୩୫୮୦ ଜଣ ସଂକ୍ରମିତ ହୋଇଥିବା ବେଳେ ୯ ଜଣ ସକ୍ରୀୟ ଅଛନ୍ତି। ୨୩, ୩୫୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨୯୩୬ ଜଣ ସଂକ୍ରମିତ ହୋଇଥିବା ବେଳେ ୧ ଜଣ ସକ୍ରୀୟ ଅଛନ୍ତି। ୨୨, ୮୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୫, ୬୨୭ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫ [+୫] ଜଣ ସକ୍ରୀୟ ଅଛନ୍ତି। ୪୫, ୧୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୨୦, ୨୪୯ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୮ [+୧] ଜଣ ସକ୍ରୀୟ ଅଛନ୍ତି। ୨୦, ୦୭୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୨, ୦୮୮ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୮୮ [+୫] ଜଣ ସକ୍ରୀୟ ଅଛନ୍ତି। ୩୧, ୭୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩, ୨୧୨ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୯ [+୧] ଜଣ ସକ୍ରୀୟ ଅଛନ୍ତି। ୧୩, ୧୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୨, ୨୫୧ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୯୮ [+୭] ଜଣ ସକ୍ରୀୟ ଅଛନ୍ତି। ୬୧, ୫୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୯୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୩୩, ୧୪୬ [+୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫୬ [+୧୯] ଜଣ ସକ୍ରୀୟ ଅଛନ୍ତି। ୩୨, ୮୯୦ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.