Home Coronavirus Outbreak ରାଜ୍ୟରେ ଆଜି ୨୧୯ ନୂଆ ଆକ୍ରାନ୍ତ ଚିହ୍ନଟ, ୨ ଜଣଙ୍କର ମୃତ୍ୟୁ

ରାଜ୍ୟରେ ଆଜି ୨୧୯ ନୂଆ ଆକ୍ରାନ୍ତ ଚିହ୍ନଟ, ୨ ଜଣଙ୍କର ମୃତ୍ୟୁ

83

ଭୁବନେଶ୍ୱର ୨୬ -୧୧ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୨୧୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ନୂଆ ଆକ୍ରାନ୍ତ: ୨୧୯
୦-୧୮ ବର୍ଷର : ୩୨
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୧୩୧
– ସ୍ଥାନୀୟ ଅଞ୍ଚଳରୁ୮୮
୧- ଅନୁଗୁଳ ଜିଲ୍ଲାରୁ – ୧
୨- ବାଲେଶ୍ୱର ଜିଲ୍ଲାରୁ – ୪
୩- ଭଦ୍ରକ ଜିଲ୍ଲାରୁ – ୨
୪- ବୌଦ୍ଦ ଜିଲ୍ଲାରୁ – ୧
୫- କଟକ ଜିଲ୍ଲାରୁ – ୧୫
୬- ଢେଙ୍କାନାଳ ଜିଲ୍ଲାରୁ – ୧
୭- ଗଞ୍ଜାମ ଜିଲ୍ଲାରୁ – ୬
୮- ଜଗତସିଂହପୁର ଜିଲ୍ଲାରୁ – ୫
୯- ଯାଜପୁର ଜିଲ୍ଲାରୁ – ୯
୧୦- ଝାରସୁଗୁଡ଼ା ଜିଲ୍ଲାରୁ – ୪
୧୧- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୩
୧୨- କେନ୍ଦୁଝର ଜିଲ୍ଲାରୁ – ୩
୧୩- ଖୋର୍ଦ୍ଧାରୁ : ୯୬
୧୪- ମାଲକାନଗିରି : ୧
୧୫- ମୟୁରଭଞ୍ଜ ଜିଲ୍ଲାରୁ – ୧୫
୧୬- ନୟାଗଡ଼ ଜିଲ୍ଲାରୁ – ୪
୧୭- ପୁରୀ ଜିଲ୍ଲାରୁ – ୫
୧୮- ରାୟଗଡ଼ା ଜିଲ୍ଲାରୁ – ୨
୧୯- ସମ୍ବଲପୁର ଜିଲ୍ଲାରୁ – ୧୦
୨୦- ସୁନ୍ଦରଗଡ଼ ଜିଲ୍ଲାରୁ – ୧୦
୨୧- State Pool: ୨୨
– ନୂଆ ସୁସ୍ଥ ହୋଇଥିଲେ୨୩୫
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୨୩୫୧୩୩୧୩
– ମୋଟ ଆକ୍ରାନ୍ତ ୧୦୪୮୨୨୮
– ମୋଟ ସୁସ୍ଛ ହୋଲେଣି ୧୦୩୭୩୮୭
– ସକ୍ରୀୟ ଆକ୍ରାନ୍ତ – ୨୩୮୫

ରାଜ୍ୟରେ କରୋନା କରାଣରୁ ଆଜି ୨ ଜଣଙ୍କର ମୃତ୍ୟୁ ହୋଇଛି ଏହା ସହ ମୋଟ ମୃତ୍ୟୁ ସଂଖ୍ୟା ୮, ୪୦୩ କୁ ବୃଦ୍ଧି ପାଇଛି। ତେବେ

୧ – ଭୁବନେଶ୍ୱରର ୯୫ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।
୨. ଝାରସୁଗୁଡା ଜିଲ୍ଲାର ୫୦ ବର୍ଷ ବୟସ୍କା ମହିଳା ଯିଏକି ମଧୁମେହ ରୋଗରେ ପୀଡିତ ଥିଲେ।

ରାଜ୍ୟୱାରୀ ସମସ୍ତ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୩, ୯୩୬ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧ [+୧] ଜଣ ସକ୍ରୀୟ ଅଛନ୍ତି। ୪୩, ୫୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୪୦, ୯୭୨ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୬୧ [+୪] ଜଣ ସକ୍ରୀୟ ଅଛନ୍ତି। ୪୦, ୬୦୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୧୧୪୮ ଜଣ ସଂକ୍ରମିତ ହୋଇଥିବା ବେଳେ ୧୯ ଜଣ ସକ୍ରୀୟ ଅଛନ୍ତି। ୩୦, ୭୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୬, ୫୬୧ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫ [+୨] ଜଣ ସକ୍ରୀୟ ଅଛନ୍ତି। ୨୬, ୩୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩୪୩୯ ଜଣ ସଂକ୍ରମିତ ହୋଇଥିବା ବେଳେ ୧୩ ଜଣ ସକ୍ରୀୟ ଅଛନ୍ତି। ୨୩, ୩୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨, ୬୫୫ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭ [+୧] ଜଣ ସକ୍ରୀୟ ଅଛନ୍ତି। ୧୨, ୫୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୯୫, ୧୫୯ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୨ [+୧୫] ଜଣ ସକ୍ରୀୟ ଅଛନ୍ତି। ୯୪, ୧୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୫୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬୬୦୧ ଜଣ ସଂକ୍ରମିତ ହୋଇଥିବା ବେଳେ ୬ ଜଣ ସକ୍ରୀୟ ଅଛନ୍ତି। ୬, ୫୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୯, ୯୨୮ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୮ [+୧] ଜଣ ସକ୍ରୀୟ ଅଛନ୍ତି। ୧୯, ୬୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯୭୧୭ ଜଣ ସଂକ୍ରମିତ ହୋଇଥିବା ବେଳେ ୧୬ ଜଣ ସକ୍ରୀୟ ଅଛନ୍ତି। ୯, ୬୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୯୦୮ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧ [+୬] ଜଣ ସକ୍ରୀୟ ଅଛନ୍ତି। ୩୩, ୩୯୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୮୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୮, ୦୪୭ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧ [+୫] ଜଣ ସକ୍ରୀୟ ଅଛନ୍ତି। ୨୭, ୬୯୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୧୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୩, ୯୭୨ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୭୮ [+୯] ଜଣ ସକ୍ରୀୟ ଅଛନ୍ତି। ୪୩, ୭୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୯୧୦ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭ [+୩] ଜଣ ସକ୍ରୀୟ ଅଛନ୍ତି। ୨୩, ୭୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪୩୩୩ ଜଣ ସଂକ୍ରମିତ ହୋଇଥିବା ବେଳେ ୧୩ ଜଣ ସକ୍ରୀୟ ଅଛନ୍ତି। ୨୪, ୧୧୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧୫୪୧ ଜଣ ସଂକ୍ରମିତ ହୋଇଥିବା ବେଳେ ୧ ଜଣ ସକ୍ରୀୟ ଅଛନ୍ତି। ୧୧, ୪୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୪, ୯୮୫ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୩ [+୩] ଜଣ ସକ୍ରୀୟ ଅଛନ୍ତି। ୨୪, ୬୮୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୧, ୦୦୭ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୭ [+୩] ଜଣ ସକ୍ରୀୟ ଅଛନ୍ତି। ୨୦, ୮୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୭୮, ୫୯୨ [+୯୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୭୪ [+୯୫] ଜଣ ସକ୍ରୀୟ ଅଛନ୍ତି। ୧, ୭୫, ୯୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧, ୫୭୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୯୧୬୫ ଜଣ ସଂକ୍ରମିତ ହୋଇଥିବା ବେଳେ ୮ ଜଣ ସକ୍ରୀୟ ଅଛନ୍ତି। ୧୯, ୦୭୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୬୯୧ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭ [+୧] ଜଣ ସକ୍ରୀୟ ଅଛନ୍ତି। ୧୧, ୬୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୪୧, ୦୬୫ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୯ [+୧୫] ଜଣ ସକ୍ରୀୟ ଅଛନ୍ତି। ୪୦, ୬୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩୫୫୬ ଜଣ ସଂକ୍ରମିତ ହୋଇଥିବା ବେଳେ ୨ ଜଣ ସକ୍ରୀୟ ଅଛନ୍ତି। ୨୩, ୪୬୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୩, ୫୬୦ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩ [+୪] ଜଣ ସକ୍ରୀୟ ଅଛନ୍ତି। ୨୩, ୩୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨୯୩୫ ଜଣ ସଂକ୍ରମିତ ହୋଇଥିବା ବେଳେ ୨ ଜଣ ସକ୍ରୀୟ ଅଛନ୍ତି। ୨୨, ୮୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୫, ୫୫୮ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୬ [+୫] ଜଣ ସକ୍ରୀୟ ଅଛନ୍ତି। ୪୫, ୦୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୨୦, ୨୪୧ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩ [+୨] ଜଣ ସକ୍ରୀୟ ଅଛନ୍ତି। ୨୦, ୦୬୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୧, ୯୫୪ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୦ [+୧୦] ଜଣ ସକ୍ରୀୟ ଅଛନ୍ତି। ୩୧, ୫୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩୨୦୩ ଜଣ ସଂକ୍ରମିତ ହୋଇଥିବା ବେଳେ ୮ ଜଣ ସକ୍ରୀୟ ଅଛନ୍ତି। ୧୩, ୧୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୨, ୦୮୫ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୦ [+୧୦] ଜଣ ସକ୍ରୀୟ ଅଛନ୍ତି। ୬୧, ୩୫୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୯୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୩୨, ୮୦୪ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୪ [+୨୨] ଜଣ ସକ୍ରୀୟ ଅଛନ୍ତି। ୩୨, ୫୧୦ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.