Home Coronavirus Outbreak ରାଜ୍ୟରେ ଆଜି ୫୨୬ ନୂଆ ଆକ୍ରାନ୍ତ, କରୋନା ନେଲା ୪ ଜୀବନ ଜାଣନ୍ତୁ କେଉଁ ଜିଲ୍ଲାରୁ...

ରାଜ୍ୟରେ ଆଜି ୫୨୬ ନୂଆ ଆକ୍ରାନ୍ତ, କରୋନା ନେଲା ୪ ଜୀବନ ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ?

49

ଭୁବନେଶ୍ୱର ୯ -୧୦ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୫୨୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ?

ନୂଆ ଆକ୍ରାନ୍ତ: ୫୨୬
୦-୧୮ ବର୍ଷର : ୬୮
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୩୦୩
– ସ୍ଥାନୀୟ ଅଞ୍ଚଳରୁ୨୨୩
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:
୧- ଅନୁଗୁଳ ଜିଲ୍ଲାରୁ – ୩
୨- ବାଲେଶ୍ୱର ଜିଲ୍ଲାରୁ – ୩୩
୩- ବରଗଡ଼ ଜିଲ୍ଲାରୁ – ୨
୪- ଭଦ୍ରକ ଜିଲ୍ଲାରୁ – ୩
୫- ବଲାଙ୍ଗୀର ଜିଲ୍ଲାରୁ – ୧
୬- କଟକ ଜିଲ୍ଲାରୁ – ୬୩
୭- ଦେବଗଡ଼ ଜିଲ୍ଲାରୁ – ୩
୮- ଗଜପତି ଜିଲ୍ଲାରୁ – ୨
୯- ଗଞ୍ଜାମ ଜିଲ୍ଲାରୁ – ୩
୧୦- ଜଗତସିଂହପୁର ଜିଲ୍ଲାରୁ – ୧୬
୧୧- ଯାଜପୁର ଜିଲ୍ଲାରୁ – ୧୩
୧୨- ଝାରସୁଗୁଡ଼ା ଜିଲ୍ଲାରୁ – ୧
୧୩- କଳାହାଣ୍ଡି ଜିଲ୍ଲାରୁ – ୧
୧୪- କନ୍ଧମାଳ ଜିଲ୍ଲାରୁ – ୩
୧୫- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧୪
୧୬- ଖୋର୍ଦ୍ଧାରୁ : ୨୩୩
୧୭- କୋରାପୁଟ ଜିଲ୍ଲାରୁ – ୪
୧୮- ମାଲକାନଗିରି : ୨
୧୯- ମୟୁରଭଞ୍ଜ ଜିଲ୍ଲାରୁ – ୨୯
୨୦- ନୟାଗଡ଼ ଜିଲ୍ଲାରୁ – ୨
୨୧- ପୁରୀ ଜିଲ୍ଲାରୁ – ୧୧
୨୨- ରାୟଗଡ଼ା ଜିଲ୍ଲାରୁ – ୨
୨୩- ସମ୍ବଲପୁର ଜିଲ୍ଲାରୁ – ୭
୨୪- ସୋନପୁର ଜିଲ୍ଲାରୁ – ୧
୨୫- ସୁନ୍ଦରଗଡ଼ ଜିଲ୍ଲାରୁ – ୧୯
୨୬- State Pool: ୫୫
– ନୂଆ ସୁସ୍ଥ ହୋଇଥିଲେ୫୯୮
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୨୦୫୭୮୬୨୨
– ମୋଟ ଆକ୍ରାନ୍ତ ୧୦୩୧୦୪୪
– ମୋଟ ସୁସ୍ଛ ହୋଲେଣି ୧୦୧୭୭୧୪
– ସକ୍ରୀୟ ଆକ୍ରାନ୍ତ – ୫୦୩୫

ରାଜ୍ୟରେ ଆଜି କରୋନା ନେଲା ୪ ଜୀବନ: ଏହା ସହ ମୋଟ ମୃତ୍ୟୁ ସଂଖ୍ୟା ୮,୨୪୨ କୁ ବୃଦ୍ଧି ପାଇଛି। ତେବେ ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ମୃତ
ବଲାଙ୍ଗୀର ୧ ଜଣ,
ଜଗତସିଂହପୁର ୧ ଜଣ,
ନବରଙ୍ଗପୁର ୨ ଜଣ,
ମୋଟ ୪ ଜଣଙ୍କର ମୃତ୍ୟୁ ହୋଇଛି।

ଜିଲ୍ଲାୱାରୀ ସମସ୍ତ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୩, ୮୬୧ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯ [+୩] ଜଣ ସକ୍ରୀୟ ଅଛନ୍ତି। ୪୩, ୪୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୮୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୪୦, ୫୨୩ [+୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୨ [+୩୩] ଜଣ ସକ୍ରୀୟ ଅଛନ୍ତି। ୪୦, ୦୦୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୧, ୦୭୦ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬ [+୨] ଜଣ ସକ୍ରୀୟ ଅଛନ୍ତି। ୩୦, ୭୨୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୬, ୩୫୧ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭ [+୩] ଜଣ ସକ୍ରୀୟ ଅଛନ୍ତି। ୨୬, ୧୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୩୬୩ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩ ଜଣ ସକ୍ରୀୟ ଅଛନ୍ତି। ୨୩, ୨୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨୫୯୫ ଜଣ ସଂକ୍ରମିତ ହୋଇଥିବା ବେଳେ ୦ ଜଣ ସକ୍ରୀୟ ଅଛନ୍ତି। ୧୨, ୪୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୯୩, ୬୧୯ [+୬୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୦୫ [+୬୩] ଜଣ ସକ୍ରୀୟ ଅଛନ୍ତି। ୯୨, ୧୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୪୯୭ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦ [+୩] ଜଣ ସକ୍ରୀୟ ଅଛନ୍ତି। ୬, ୪୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୯୮୦୬ ଜଣ ସଂକ୍ରମିତ ହୋଇଥିବା ବେଳେ ୨୬ ଜଣ ସକ୍ରୀୟ ଅଛନ୍ତି। ୧୯, ୫୩୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୬୧୫ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪ [+୨] ଜଣ ସକ୍ରୀୟ ଅଛନ୍ତି। ୯, ୫୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୭୮୦ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩ [+୩] ଜଣ ସକ୍ରୀୟ ଅଛନ୍ତି। ୩୩, ୨୭୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୭୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୭, ୬୬୫ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୩ [+୧୫] ଜଣ ସକ୍ରୀୟ ଅଛନ୍ତି। ୨୭, ୧୭୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୩, ୪୯୮ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୯ [+୧୩] ଜଣ ସକ୍ରୀୟ ଅଛନ୍ତି। ୪୩, ୧୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୮୨୭ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮ [+୧] ଜଣ ସକ୍ରୀୟ ଅଛନ୍ତି। ୨୩, ୬୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪, ୨୯୩ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩ [+୧] ଜଣ ସକ୍ରୀୟ ଅଛନ୍ତି। ୨୪, ୦୬୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧, ୫୩୧ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୮ [+୩] ଜଣ ସକ୍ରୀୟ ଅଛନ୍ତି। ୧୧, ୪୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୪, ୬୩୧ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୬୭ [+୧୪] ଜଣ ସକ୍ରୀୟ ଅଛନ୍ତି। ୨୪, ୩୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦୯୫୦ ଜଣ ସଂକ୍ରମିତ ହୋଇଥିବା ବେଳେ ୧୧ ଜଣ ସକ୍ରୀୟ ଅଛନ୍ତି। ୨୦, ୭୬୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୭୦, ୧୯୩ [+୨୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୩୪୫ [+୨୩୩] ଜଣ ସକ୍ରୀୟ ଅଛନ୍ତି। ୧, ୬୬, ୩୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୯, ୦୮୧ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪ [+୪] ଜଣ ସକ୍ରୀୟ ଅଛନ୍ତି। ୧୮, ୯୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୬୫୯ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୯ [+୨] ଜଣ ସକ୍ରୀୟ ଅଛନ୍ତି। ୧୧, ୬୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୪୦, ୪୬୫ [+୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୩ [+୨୯] ଜଣ ସକ୍ରୀୟ ଅଛନ୍ତି। ୩୯, ୯୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩୫୩୮ ଜଣ ସଂକ୍ରମିତ ହୋଇଥିବା ବେଳେ ୧ [-୨] ଜଣ ସକ୍ରୀୟ ଅଛନ୍ତି। ୨୩, ୪୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୦ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୩, ୪୦୯ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮ [+୨] ଜଣ ସକ୍ରୀୟ ଅଛନ୍ତି। ୨୩, ୧୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨୮୭୧ ଜଣ ସଂକ୍ରମିତ ହୋଇଥିବା ବେଳେ ୨ ଜଣ ସକ୍ରୀୟ ଅଛନ୍ତି। ୨୨, ୭୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୫, ୧୯୪ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୬ [+୧୧] ଜଣ ସକ୍ରୀୟ ଅଛନ୍ତି। ୪୪, ୫୯୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୨୦, ୧୩୦ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮ [+୨] ଜଣ ସକ୍ରୀୟ ଅଛନ୍ତି। ୧୯, ୯୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୧, ୩୭୮ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୫ [+୭] ଜଣ ସକ୍ରୀୟ ଅଛନ୍ତି। ୩୧, ୦୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩, ୧୭୪ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩ [+୧] ଜଣ ସକ୍ରୀୟ ଅଛନ୍ତି। ୧୩, ୧୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୧, ୬୩୩ [+୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୮୭ [+୧୯] ଜଣ ସକ୍ରୀୟ ଅଛନ୍ତି। ୬୦, ୯୫୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୮୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୩୦, ୮୪୪ [+୫୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮୦ [+୫୫] ଜଣ ସକ୍ରୀୟ ଅଛନ୍ତି। ୩୦, ୨୬୪ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.