Home Coronavirus Outbreak ରାଜ୍ୟରେ ଆଜି ୫୨୯ ନୂଆ ଆକ୍ରାନ୍ତ ଚିହ୍ନଟ, ୬ ମୃତ : ଜାଣନ୍ତୁ କେଉଁ ଜିଲ୍ଲାରୁ...

ରାଜ୍ୟରେ ଆଜି ୫୨୯ ନୂଆ ଆକ୍ରାନ୍ତ ଚିହ୍ନଟ, ୬ ମୃତ : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

40

ଭୁବନେଶ୍ୱର ୧୧ -୧୦ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୫୨୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬ ଜଣଙ୍କର ମୃତ୍ୟୁ ହୋଇଛି : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ନୂଆ ଆକ୍ରାନ୍ତ: ୫୨୯
୦-୧୮ ବର୍ଷର : ୬୨
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୩୦୮
– ସ୍ଥାନୀୟ ଅଞ୍ଚଳରୁ୨୨୧
୧- ଅନୁଗୁଳ ଜିଲ୍ଲାରୁ – ୩
୨- ବାଲେଶ୍ୱର ଜିଲ୍ଲାରୁ – ୨୦
୩- ବରଗଡ଼ ଜିଲ୍ଲାରୁ – ୧
୪- ଭଦ୍ରକ ଜିଲ୍ଲାରୁ – ୩
୫- ବଲାଙ୍ଗୀର ଜିଲ୍ଲାରୁ – ୧
୬- କଟକ ଜିଲ୍ଲାରୁ – ୩୭
୭- ଦେବଗଡ଼ ଜିଲ୍ଲାରୁ – ୧
୮- ଢେଙ୍କାନାଳ ଜିଲ୍ଲାରୁ – ୧
୯- ଗଜପତି ଜିଲ୍ଲାରୁ – ୩
୧୦- ଗଞ୍ଜାମ ଜିଲ୍ଲାରୁ – ୬
୧୧- ଜଗତସିଂହପୁର ଜିଲ୍ଲାରୁ – ୮
୧୨- ଯାଜପୁର ଜିଲ୍ଲାରୁ – ୧୫
୧୩- ଝାରସୁଗୁଡ଼ା ଜିଲ୍ଲାରୁ – ୨
୧୪- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧୧
୧୫- କେନ୍ଦୁଝର ଜିଲ୍ଲାରୁ – ୭
୧୬- ଖୋର୍ଦ୍ଧାରୁ : ୨୭୪
୧୭- କୋରାପୁଟ ଜିଲ୍ଲାରୁ – ୨
୧୮- ମୟୁରଭଞ୍ଜ ଜିଲ୍ଲାରୁ – ୨୩
୧୯- ନୟାଗଡ଼ ଜିଲ୍ଲାରୁ – ୭
୨୦- ନୂଆପଡ଼ା ଜିଲ୍ଲାରୁ – ୬
୨୧- ପୁରୀ ଜିଲ୍ଲାରୁ – ୧୩
୨୨- ରାୟଗଡ଼ା ଜିଲ୍ଲାରୁ – ୧
୨୩- ସମ୍ବଲପୁର ଜିଲ୍ଲାରୁ – ୧୧
୨୪- ସୁନ୍ଦରଗଡ଼ ଜିଲ୍ଲାରୁ – ୧୦
୨୫- State Pool: ୬୩
– ନୂଆ ସୁସ୍ଥ ହୋଇଥିଲେ୪୬୯
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୨୦୭୬୫୨୪୫
– ମୋଟ ଆକ୍ରାନ୍ତ ୧୦୩୨୬୭୩
– ମୋଟ ସୁସ୍ଛ ହୋଲେଣି ୧୦୧୯୨୧୮
– ସକ୍ରୀୟ ଆକ୍ରାନ୍ତ – ୫୧୪୧

ରାଜ୍ୟରେ ଆଜି କରୋନା ନେଲା ୬ ଜୀବନ: ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୨୬୧ କୁ ବୃଦ୍ଧି ପାଇଛି। ତେବେ
ବାଲେଶ୍ୱର ୧ ଜଣ,
ଭଦ୍ରକ ୧ ଜଣ,
ଜଗତସିଂହପୁର ୧ ଜଣ,
ଯାଜପୁର ୧ ଜଣ,
ଖୋର୍ଦ୍ଧା ୨ ଜଣ,
ମୋଟ ୬ ଜଣଙ୍କର ମୃତ୍ୟୁ ହୋଇଛି।

ଜିଲ୍ଲାୱାରୀ ସମସ୍ତ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୩, ୮୬୭ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧ [+୩] ଜଣ ସକ୍ରୀୟ ଅଛନ୍ତି। ୪୩, ୪୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୪୦, ୫୭୫ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୮ [+୧୯] ଜଣ ସକ୍ରୀୟ ଅଛନ୍ତି। ୪୦, ୦୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୧, ୦୭୫ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯ [+୧] ଜଣ ସକ୍ରୀୟ ଅଛନ୍ତି। ୩୦, ୭୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୬, ୩୬୪ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯ [+୨] ଜଣ ସକ୍ରୀୟ ଅଛନ୍ତି। ୨୬, ୧୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୩୭୦ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦ [+୧] ଜଣ ସକ୍ରୀୟ ଅଛନ୍ତି। ୨୩, ୨୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨୫୯୬ ଜଣ ସଂକ୍ରମିତ ହୋଇଥିବା ବେଳେ ୧ ଜଣ ସକ୍ରୀୟ ଅଛନ୍ତି। ୧୨, ୪୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୯୩, ୭୭୪ [+୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬୮ [+୩୭] ଜଣ ସକ୍ରୀୟ ଅଛନ୍ତି। ୯୨, ୩୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୫୦୦ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮ [+୧] ଜଣ ସକ୍ରୀୟ ଅଛନ୍ତି। ୬, ୪୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୯, ୮୧୨ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧ [+୧] ଜଣ ସକ୍ରୀୟ ଅଛନ୍ତି। ୧୯, ୫୫୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୬୨୫ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪ [+୩] ଜଣ ସକ୍ରୀୟ ଅଛନ୍ତି। ୯, ୫୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୭୯୩ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬ [+୬] ଜଣ ସକ୍ରୀୟ ଅଛନ୍ତି। ୩୩, ୨୮୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୭୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୭, ୭୦୭ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୭ [+୭] ଜଣ ସକ୍ରୀୟ ଅଛନ୍ତି। ୨୭, ୨୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୩, ୫୩୫ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୯ [+୧୪] ଜଣ ସକ୍ରୀୟ ଅଛନ୍ତି। ୪୩, ୨୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୮୩୪ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨ [+୨] ଜଣ ସକ୍ରୀୟ ଅଛନ୍ତି। ୨୩, ୬୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪୨୯୩ ଜଣ ସଂକ୍ରମିତ ହୋଇଥିବା ବେଳେ ୨୨ ଜଣ ସକ୍ରୀୟ ଅଛନ୍ତି। ୨୪, ୦୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧୫୩୧ ଜଣ ସଂକ୍ରମିତ ହୋଇଥିବା ବେଳେ ୭ ଜଣ ସକ୍ରୀୟ ଅଛନ୍ତି। ୧୧, ୪୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୪, ୬୮୧ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୯୬ [+୧୧] ଜଣ ସକ୍ରୀୟ ଅଛନ୍ତି। ୨୪, ୩୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୯୬୦ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮ [+୭] ଜଣ ସକ୍ରୀୟ ଅଛନ୍ତି। ୨୦, ୭୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୭୧, ୦୦୬ [+୨୭୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୪୬୪ [+୨୭୨] ଜଣ ସକ୍ରୀୟ ଅଛନ୍ତି। ୧, ୬୭, ୦୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧, ୫୨୦ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୯, ୦୮୬ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧ [+୨] ଜଣ ସକ୍ରୀୟ ଅଛନ୍ତି। ୧୮, ୯୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧୬୬୧ ଜଣ ସଂକ୍ରମିତ ହୋଇଥିବା ବେଳେ ୯ ଜଣ ସକ୍ରୀୟ ଅଛନ୍ତି। ୧୧, ୬୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୪୦, ୫୩୪ [+୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୫ [+୨୩] ଜଣ ସକ୍ରୀୟ ଅଛନ୍ତି। ୪୦, ୦୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩୫୩୯ ଜଣ ସଂକ୍ରମିତ ହୋଇଥିବା ବେଳେ ୧ ଜଣ ସକ୍ରୀୟ ଅଛନ୍ତି। ୨୩, ୪୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୩, ୪୨୬ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୬ [+୭] ଜଣ ସକ୍ରୀୟ ଅଛନ୍ତି। ୨୩, ୧୮୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨, ୮୮୦ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧ [+୬] ଜଣ ସକ୍ରୀୟ ଅଛନ୍ତି। ୨୨, ୭୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୫, ୨୩୩ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୭ [+୧୩] ଜଣ ସକ୍ରୀୟ ଅଛନ୍ତି। ୪୪, ୬୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୨୦, ୧୩୪ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧ [+୧] ଜଣ ସକ୍ରୀୟ ଅଛନ୍ତି। ୧୯, ୯୪୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୧, ୪୦୮ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୮ [+୧୧] ଜଣ ସକ୍ରୀୟ ଅଛନ୍ତି। ୩୧, ୦୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩୧୭୫ ଜଣ ସଂକ୍ରମିତ ହୋଇଥିବା ବେଳେ ୧୧ ଜଣ ସକ୍ରୀୟ ଅଛନ୍ତି। ୧୩, ୧୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୧, ୬୬୮ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୩ [+୧୦] ଜଣ ସକ୍ରୀୟ ଅଛନ୍ତି। ୬୦, ୯୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୮୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୩୧, ୦୩୧ [+୬୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୦୮ [+୬୩] ଜଣ ସକ୍ରୀୟ ଅଛନ୍ତି। ୩୦, ୪୨୩ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.