Home Coronavirus Outbreak ରାଜ୍ୟରେ ଆଜି ୫୬୫ ନୂଆ ଆକ୍ରାନ୍ତ ଚିହ୍ନଟ, ୫ ମୃତ୍ୟୁ – ଜାଣନ୍ତୁ କେଉଁ ଜିଲ୍ଲାରୁ...

ରାଜ୍ୟରେ ଆଜି ୫୬୫ ନୂଆ ଆକ୍ରାନ୍ତ ଚିହ୍ନଟ, ୫ ମୃତ୍ୟୁ – ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ?

40

ଭୁବନେଶ୍ୱର ୨୯ ସେପ୍ଟେମ୍ବର (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୫୬୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ?

ନୂଆ ଆକ୍ରାନ୍ତ: ୫୬୫
୦-୧୮ ବର୍ଷର : ୬୩
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୩୨୮
– ସ୍ଥାନୀୟ ଅଞ୍ଚଳରୁ୨୩୭
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:
୧- ଅନୁଗୁଳ ଜିଲ୍ଲାରୁ – ୮
୨- ବାଲେଶ୍ୱର ଜିଲ୍ଲାରୁ – ୨୮
୩- ବରଗଡ଼ ଜିଲ୍ଲାରୁ – ୨
୪- ଭଦ୍ରକ ଜିଲ୍ଲାରୁ – ୬
୫- ବଲାଙ୍ଗୀର ଜିଲ୍ଲାରୁ – ୪
୬- କଟକ ଜିଲ୍ଲାରୁ – ୬୧
୭- ଦେବଗଡ଼ ଜିଲ୍ଲାରୁ – ୩
୮- ଢେଙ୍କାନାଳ ଜିଲ୍ଲାରୁ – ୫
୯- ଗଞ୍ଜାମ ଜିଲ୍ଲାରୁ – ୪
୧୦- ଜଗତସିଂହପୁର ଜିଲ୍ଲାରୁ – ୨୦
୧୧- ଯାଜପୁର ଜିଲ୍ଲାରୁ – ୨୮
୧୨- ଝାରସୁଗୁଡ଼ା ଜିଲ୍ଲାରୁ – ୨
୧୩- କଳାହାଣ୍ଡି ଜିଲ୍ଲାରୁ – ୩
୧୪- କନ୍ଧମାଳ ଜିଲ୍ଲାରୁ – ୫
୧୫- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୪
୧୬- କେନ୍ଦୁଝର ଜିଲ୍ଲାରୁ – ୪
୧୭- ଖୋର୍ଦ୍ଧାରୁ : ୨୫୬
୧୮- କୋରାପୁଟ ଜିଲ୍ଲାରୁ – ୪
୧୯- ମୟୁରଭଞ୍ଜ ଜିଲ୍ଲାରୁ – ୨୬
୨୦- ନୟାଗଡ଼ ଜିଲ୍ଲାରୁ – ୨
୨୧- ନୂଆପଡ଼ା ଜିଲ୍ଲାରୁ – ୩
୨୨- ପୁରୀ ଜିଲ୍ଲାରୁ – ୧୨
୨୩- ରାୟଗଡ଼ା ଜିଲ୍ଲାରୁ – ୨
୨୪- ସମ୍ବଲପୁର ଜିଲ୍ଲାରୁ – ୧୧
୨୫- ସୁନ୍ଦରଗଡ଼ ଜିଲ୍ଲାରୁ – ୬
୨୬- State Pool: ୫୬
– ନୂଆ ସୁସ୍ଥ ହୋଇଥିଲେ୬୩୪
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୯୯୦୦୫୩୨
– ମୋଟ ଆକ୍ରାନ୍ତ ୧୦୨୫୮୭୪
– ମୋଟ ସୁସ୍ଛ ହୋଲେଣି ୧୦୧୨୧୧୬
– ସକ୍ରୀୟ ଆକ୍ରାନ୍ତ – ୫୫୧୩

ରାଜ୍ୟରେ ଆଜି କରୋନା କାରଣରୁ ୫ ଜଣଙ୍କର ମୃତ୍ୟୁ ହୋଇଛି। ମୋଟ ମୃତ୍ୟୁ ସଂଖ୍ୟା ୮,୧୯୨ କୁ ବୃଦ୍ଧି ପାଇଛି। ତେବେ
ଭଦ୍ରକରୁ ୧ ଜଣ,
ଜଗତସିଂହପୁରରୁ ୧ ଜଣ,
ଖୋର୍ଦ୍ଧାରୁ ୨ ଜଣ,
ପୁରୀରୁ ୧ ଜଣ,
ମୋଟ ୫ ଜଣଙ୍କର ମୃତ୍ୟୁ ହୋଇଛି।

ଜିଲ୍ଲାୱାରୀ ସମସ୍ତ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୩, ୮୨୧ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୬୪ [+୮] ଜଣ ସକ୍ରୀୟ ଅଛନ୍ତି। ୪୩, ୩୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୮୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୪୦, ୩୨୬ [+୨୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୯ [+୨୮] ଜଣ ସକ୍ରୀୟ ଅଛନ୍ତି। ୩୯, ୭୨୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୧, ୦୫୯ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨ [+୨] ଜଣ ସକ୍ରୀୟ ଅଛନ୍ତି। ୩୦, ୭୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୬, ୩୧୦ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୯୯ [+୫] ଜଣ ସକ୍ରୀୟ ଅଛନ୍ତି। ୨୬, ୦୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୩୫୫ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯ [+୪] ଜଣ ସକ୍ରୀୟ ଅଛନ୍ତି। ୨୩, ୨୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨୫୯୪ ଜଣ ସଂକ୍ରମିତ ହୋଇଥିବା ବେଳେ ୧ ଜଣ ସକ୍ରୀୟ ଅଛନ୍ତି। ୧୨, ୪୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୯୨, ୯୮୭ [+୬୧] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨୩ [+୬୧] ଜଣ ସକ୍ରୀୟ ଅଛନ୍ତି। ୯୧, ୫୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୪୭୮ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫ [+୩] ଜଣ ସକ୍ରୀୟ ଅଛନ୍ତି। ୬, ୪୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୯, ୭୬୪ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯ [+୫] ଜଣ ସକ୍ରୀୟ ଅଛନ୍ତି। ୧୯, ୪୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯୬୦୬ ଜଣ ସଂକ୍ରମିତ ହୋଇଥିବା ବେଳେ ୨୦ ଜଣ ସକ୍ରୀୟ ଅଛନ୍ତି। ୯, ୫୦୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୭୫୬ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪ [+୪] ଜଣ ସକ୍ରୀୟ ଅଛନ୍ତି। ୩୩, ୨୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୭୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୭, ୪୫୨ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୫ [+୧୯] ଜଣ ସକ୍ରୀୟ ଅଛନ୍ତି। ୨୬, ୯୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୩, ୩୩୧ [+୨୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୦ [+୨୮] ଜଣ ସକ୍ରୀୟ ଅଛନ୍ତି। ୪୨, ୯୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୮୦୮ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦ [+୨] ଜଣ ସକ୍ରୀୟ ଅଛନ୍ତି। ୨୩, ୫୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪, ୨୭୪ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪ [+୩] ଜଣ ସକ୍ରୀୟ ଅଛନ୍ତି। ୨୪, ୦୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧, ୫୨୩ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮ [+୫] ଜଣ ସକ୍ରୀୟ ଅଛନ୍ତି। ୧୧, ୪୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୪, ୫୫୫ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨ [+୪] ଜଣ ସକ୍ରୀୟ ଅଛନ୍ତି। ୨୪, ୨୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୯୨୮ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯ [+୪] ଜଣ ସକ୍ରୀୟ ଅଛନ୍ତି। ୨୦, ୭୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୬୭, ୮୩୩ [+୨୫୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୩୭୭ [+୨୫୪] ଜଣ ସକ୍ରୀୟ ଅଛନ୍ତି। ୧, ୬୩, ୯୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧, ୪୯୭ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୯, ୦୫୫ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧ [+୪] ଜଣ ସକ୍ରୀୟ ଅଛନ୍ତି। ୧୮, ୯୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧୬୫୩ ଜଣ ସଂକ୍ରମିତ ହୋଇଥିବା ବେଳେ ୧୩ ଜଣ ସକ୍ରୀୟ ଅଛନ୍ତି। ୧୧, ୫୯୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୪୦, ୨୧୯ [+୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୮ [+୨୬] ଜଣ ସକ୍ରୀୟ ଅଛନ୍ତି। ୩୯, ୭୫୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩୫୩୬ ଜଣ ସଂକ୍ରମିତ ହୋଇଥିବା ବେଳେ ୫ ଜଣ ସକ୍ରୀୟ ଅଛନ୍ତି। ୨୩, ୪୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୩, ୩୮୦ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୬ [+୨] ଜଣ ସକ୍ରୀୟ ଅଛନ୍ତି। ୨୩, ୧୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨, ୮୬୯ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୮ [+୩] ଜଣ ସକ୍ରୀୟ ଅଛନ୍ତି। ୨୨, ୭୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୫, ୦୨୦ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୩ [+୧୧] ଜଣ ସକ୍ରୀୟ ଅଛନ୍ତି। ୪୪, ୪୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୨୦, ୧୧୯ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫ [+୨] ଜଣ ସକ୍ରୀୟ ଅଛନ୍ତି। ୧୯, ୯୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୧, ୨୫୪ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୭ [+୧୧] ଜଣ ସକ୍ରୀୟ ଅଛନ୍ତି। ୩୦, ୯୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩୧୬୫ ଜଣ ସଂକ୍ରମିତ ହୋଇଥିବା ବେଳେ ୨୧ ଜଣ ସକ୍ରୀୟ ଅଛନ୍ତି। ୧୩, ୦୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୧, ୫୪୭ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୮୨ [+୬] ଜଣ ସକ୍ରୀୟ ଅଛନ୍ତି। ୬୦, ୮୮୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୭୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୩୦, ୨୯୭ [+୫୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮୪ [+୫୬] ଜଣ ସକ୍ରୀୟ ଅଛନ୍ତି। ୨୯, ୭୧୩ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.