Home Coronavirus Outbreak ରାଜ୍ୟରେ ଆଜି ୬୫୨ ନୂଆ ଆକ୍ରାନ୍ତ, ୭ ଜଣଙ୍କର ମୃତ୍ୟୁ ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ...

ରାଜ୍ୟରେ ଆଜି ୬୫୨ ନୂଆ ଆକ୍ରାନ୍ତ, ୭ ଜଣଙ୍କର ମୃତ୍ୟୁ ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ?

81

ଭୁବନେଶ୍ୱର ୯ -୧୦ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୬୫୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ?
ନୂଆ ଆକ୍ରାନ୍ତ: ୬୫୨
୦-୧୮ ବର୍ଷର : ୯୨
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୩୮୦
– ସ୍ଥାନୀୟ ଅଞ୍ଚଳରୁ୨୭୨
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:
୧- ଅନୁଗୁଳ ଜିଲ୍ଲାରୁ – ୧
୨- ବାଲେଶ୍ୱର ଜିଲ୍ଲାରୁ – ୧୯
୩- ବରଗଡ଼ ଜିଲ୍ଲାରୁ – ୩
୪- ଭଦ୍ରକ ଜିଲ୍ଲାରୁ – ୭
୫- ବଲାଙ୍ଗୀର ଜିଲ୍ଲାରୁ – ୩
୬- କଟକ ଜିଲ୍ଲାରୁ – ୭୦
୭- ଦେବଗଡ଼ ଜିଲ୍ଲାରୁ – ୧
୮- ଢେଙ୍କାନାଳ ଜିଲ୍ଲାରୁ – ୧
୯- ଗଜପତି ଜିଲ୍ଲାରୁ – ୬
୧୦- ଗଞ୍ଜାମ ଜିଲ୍ଲାରୁ – ୬
୧୧- ଜଗତସିଂହପୁର ଜିଲ୍ଲାରୁ – ୧୫
୧୨- ଯାଜପୁର ଜିଲ୍ଲାରୁ – ୧୦
୧୩- ଝାରସୁଗୁଡ଼ା ଜିଲ୍ଲାରୁ – ୧
୧୪- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୨୬
୧୫- ଖୋର୍ଦ୍ଧାରୁ : ୩୩୧
୧୬- କୋରାପୁଟ ଜିଲ୍ଲାରୁ – ୧
୧୭- ମୟୁରଭଞ୍ଜ ଜିଲ୍ଲାରୁ – ୨୯
୧୮- ନୟାଗଡ଼ ଜିଲ୍ଲାରୁ – ୬
୧୯- ନୂଆପଡ଼ା ଜିଲ୍ଲାରୁ – ୧
୨୦- ପୁରୀ ଜିଲ୍ଲାରୁ – ୧୪
୨୧- ରାୟଗଡ଼ା ଜିଲ୍ଲାରୁ – ୨
୨୨- ସମ୍ବଲପୁର ଜିଲ୍ଲାରୁ – ୧୦
୨୩- ସୋନପୁର ଜିଲ୍ଲାରୁ – ୧
୨୪- ସୁନ୍ଦରଗଡ଼ ଜିଲ୍ଲାରୁ – ୧୫
୨୫- State Pool: ୭୩
– ନୂଆ ସୁସ୍ଥ ହୋଇଥିଲେ୫୯୭
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୨୦୬୪୫୨୬୫
– ମୋଟ ଆକ୍ରାନ୍ତ ୧୦୩୧୬୯୬
– ମୋଟ ସୁସ୍ଛ ହୋଲେଣି ୧୦୧୮୩୧୧
– ସକ୍ରୀୟ ଆକ୍ରାନ୍ତ – ୫୦୮୩

ରାଜ୍ୟରେ ଆଜି କରୋନା କାରଣରୁ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏହା ସହ ମୋଟ ମୃତ୍ୟୁ ସଂଖ୍ୟା ୮,୨୪୯ କୁ ବୃଦ୍ଧି ପାଇଛି। ତେବେ ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଜଣଙ୍କର ମୃତ୍ୟୁ ହୋଇଛି।
ଅନୁଗୁଳ ୧ ଜଣ,
ଖୋର୍ଦ୍ଧା ୫ ଜଣ,
ନବରଙ୍ଗପୁର ୧ ଜଣ,
ମୋଟ ୭ ଜଣଙ୍କର ମୃତ୍ୟୁ ହୋଇଛି।

ଜିଲ୍ଲାୱାରୀ ସମସ୍ତ ତଥ୍ୟ –
ଅନୁଗୁଳ ଜିଲ୍ଲାରେ ୪୩, ୮୬୨ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯ ଜଣ ସକ୍ରୀୟ ଅଛନ୍ତି। ୪୩, ୪୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୪୦, ୫୪୨ [+୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୩ [+୧୯] ଜଣ ସକ୍ରୀୟ ଅଛନ୍ତି। ୪୦, ୦୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୧, ୦୭୩ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭ [+୩] ଜଣ ସକ୍ରୀୟ ଅଛନ୍ତି। ୩୦, ୭୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୬, ୩୫୮ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪ [+୭] ଜଣ ସକ୍ରୀୟ ଅଛନ୍ତି। ୨୬, ୧୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୩୬୬ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬ [+୩] ଜଣ ସକ୍ରୀୟ ଅଛନ୍ତି। ୨୩, ୨୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨୫୯୫ ଜଣ ସଂକ୍ରମିତ ହୋଇଥିବା ବେଳେ ୦ ଜଣ ସକ୍ରୀୟ ଅଛନ୍ତି। ୧୨, ୪୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୯୩, ୬୮୯ [+୭୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯୯ [+୭୦] ଜଣ ସକ୍ରୀୟ ଅଛନ୍ତି। ୯୨, ୨୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୪୯୮ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧ [+୧] ଜଣ ସକ୍ରୀୟ ଅଛନ୍ତି। ୬, ୪୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୯, ୮୦୭ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧ [+୧] ଜଣ ସକ୍ରୀୟ ଅଛନ୍ତି। ୧୯, ୫୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୬୨୧ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦ [+୬] ଜଣ ସକ୍ରୀୟ ଅଛନ୍ତି। ୯, ୫୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୭୮୬ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫ [+୬] ଜଣ ସକ୍ରୀୟ ଅଛନ୍ତି। ୩୩, ୨୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୭୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୭, ୬୮୦ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୧ [+୧୫] ଜଣ ସକ୍ରୀୟ ଅଛନ୍ତି। ୨୭, ୨୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୩, ୫୦୮ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୫ [+୧୦] ଜଣ ସକ୍ରୀୟ ଅଛନ୍ତି। ୪୩, ୧୮୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୮୨୮ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩ [+୧] ଜଣ ସକ୍ରୀୟ ଅଛନ୍ତି। ୨୩, ୬୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪୨୯୩ ଜଣ ସଂକ୍ରମିତ ହୋଇଥିବା ବେଳେ ୨୩ ଜଣ ସକ୍ରୀୟ ଅଛନ୍ତି। ୨୪, ୦୬୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧୫୩୧ ଜଣ ସଂକ୍ରମିତ ହୋଇଥିବା ବେଳେ ୭ ଜଣ ସକ୍ରୀୟ ଅଛନ୍ତି। ୧୧, ୪୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୪, ୬୫୭ [+୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୯୦ [+୨୬] ଜଣ ସକ୍ରୀୟ ଅଛନ୍ତି। ୨୪, ୩୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦୯୫୦ ଜଣ ସଂକ୍ରମିତ ହୋଇଥିବା ବେଳେ ୯ ଜଣ ସକ୍ରୀୟ ଅଛନ୍ତି। ୨୦, ୭୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୭୦, ୫୨୪ [+୩୩୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୩୮୫ [+୩୨୬] ଜଣ ସକ୍ରୀୟ ଅଛନ୍ତି। ୧, ୬୬, ୬୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧, ୫୧୬ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୯, ୦୮୨ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧ [+୧] ଜଣ ସକ୍ରୀୟ ଅଛନ୍ତି। ୧୮, ୯୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧୬୫୯ ଜଣ ସଂକ୍ରମିତ ହୋଇଥିବା ବେଳେ ୮ ଜଣ ସକ୍ରୀୟ ଅଛନ୍ତି। ୧୧, ୬୦୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୪୦, ୪୯୪ [+୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୯ [+୨୯] ଜଣ ସକ୍ରୀୟ ଅଛନ୍ତି। ୩୯, ୯୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩୫୩୮ ଜଣ ସଂକ୍ରମିତ ହୋଇଥିବା ବେଳେ ୦ [-୧] ଜଣ ସକ୍ରୀୟ ଅଛନ୍ତି। ୨୩, ୪୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୩, ୪୧୫ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨ [+୬] ଜଣ ସକ୍ରୀୟ ଅଛନ୍ତି। ୨୩, ୧୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨, ୮୭୨ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩ [+୧] ଜଣ ସକ୍ରୀୟ ଅଛନ୍ତି। ୨୨, ୭୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୫, ୨୦୮ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୪ [+୧୪] ଜଣ ସକ୍ରୀୟ ଅଛନ୍ତି। ୪୪, ୬୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୨୦, ୧୩୨ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦ [+୨] ଜଣ ସକ୍ରୀୟ ଅଛନ୍ତି। ୧୯, ୯୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୧, ୩୮୮ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୩ [+୧୦] ଜଣ ସକ୍ରୀୟ ଅଛନ୍ତି। ୩୧, ୦୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩, ୧୭୫ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪ [+୧] ଜଣ ସକ୍ରୀୟ ଅଛନ୍ତି। ୧୩, ୧୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୧, ୬୪୮ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୯୫ [+୧୫] ଜଣ ସକ୍ରୀୟ ଅଛନ୍ତି। ୬୦, ୯୬୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୮୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୩୦, ୯୧୭ [+୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮୬ [+୭୩] ଜଣ ସକ୍ରୀୟ ଅଛନ୍ତି। ୩୦, ୩୩୧ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.