Home Coronavirus Outbreak ରାଜ୍ୟରେ ପୁଣି ୫୧ କରୋନା ଆକ୍ରାନ୍ତ ଚିହ୍ନଟ – ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୩ କୁ...

ରାଜ୍ୟରେ ପୁଣି ୫୧ କରୋନା ଆକ୍ରାନ୍ତ ଚିହ୍ନଟ – ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୩ କୁ ବୃଦ୍ଧି – ଜଣେ ମୃତ

726

ଭୁବନେଶ୍ୱର,୧୯।୫ (ଓଡ଼ିଆ ପୁଅ) : ରାଜ୍ୟରେ ପୁଣି ଗୁରୁବାର ସକାଳେ ୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୩ରେ ପହଞ୍ଚିଛି। ଏନେଇ ସ୍ବାସ୍ଥ୍ୟ ଓ କଲ୍ୟାଣ ବିଭାଗ ବକ୍ଷରୁ ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ୩୪୩ ଜଣ ସୁସ୍ଥ ହୋଇସାରିଥିବା ବେଳେ ୭୫୩ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ମୋଟ ୭ ଜଣଙ୍କ ମୃତ୍ୟୁ ଘଟିଛି। ଆଜି କରୋନାରେ ମୃତ୍ୟୁ ଘଟିଥିବା ଆକ୍ରାନ୍ତଜଣକ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡ଼ିଛି। ଗଞ୍ଜାମରେ ପୂର୍ବରୁ ୨ ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବା ବେଳେ ଏହି ସଂଖ୍ୟା ୩ ଛୁଇଁଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.