Home Coronavirus Outbreak ରାଜ୍ୟରେ ୧୯୭ ନୂଆ ଆକ୍ରାନ୍ତ ଚିହ୍ନଟ, ୨ ଜଣଙ୍କର ମୃତ୍ୟୁ

ରାଜ୍ୟରେ ୧୯୭ ନୂଆ ଆକ୍ରାନ୍ତ ଚିହ୍ନଟ, ୨ ଜଣଙ୍କର ମୃତ୍ୟୁ

66

ଭୁବନେଶ୍ୱର ୨୯ -୧୧ (ଓଡ଼ିଆ ପୁଅ) ରାଜ୍ୟରେ ୧୯୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ
ନୂଆ ଆକ୍ରାନ୍ତ: ୧୯୭
୦-୧୮ ବର୍ଷର : ୨୫
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୧୧୫
– ସ୍ଥାନୀୟ ଅଞ୍ଚଳରୁ୮୨
୧- ବାଲେଶ୍ୱର ଜିଲ୍ଲାରୁ – ୨
୨- ବରଗଡ଼ ଜିଲ୍ଲାରୁ – ୧
୩- ଭଦ୍ରକ ଜିଲ୍ଲାରୁ – ୩
୪- କଟକ ଜିଲ୍ଲାରୁ – ୬
୫- ଦେବଗଡ଼ ଜିଲ୍ଲାରୁ – ୩
୬- ଢେଙ୍କାନାଳ ଜିଲ୍ଲାରୁ – ୪
୭- ଗଞ୍ଜାମ ଜିଲ୍ଲାରୁ – ୧
୮- ଜଗତସିଂହପୁର ଜିଲ୍ଲାରୁ – ୨
୯- ଯାଜପୁର ଜିଲ୍ଲାରୁ – ୮
୧୦- ଝାରସୁଗୁଡ଼ା ଜିଲ୍ଲାରୁ – ୫
୧୧- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୨
୧୨- କେନ୍ଦୁଝର ଜିଲ୍ଲାରୁ – ୧
୧୩- ଖୋର୍ଦ୍ଧାରୁ : ୯୪
୧୪- ମୟୁରଭଞ୍ଜ ଜିଲ୍ଲାରୁ – ୯
୧୫- ନବରଙ୍ଗପୁର ଜିଲ୍ଲାରେ: ୨
୧୬- ନୟାଗଡ଼ ଜିଲ୍ଲାରୁ – ୩
୧୭- ରାୟଗଡ଼ା ଜିଲ୍ଲାରୁ – ୧
୧୮- ସମ୍ବଲପୁର ଜିଲ୍ଲାରୁ – ୧୬
୧୯- ସୁନ୍ଦରଗଡ଼ ଜିଲ୍ଲାରୁ – ୧୨
୨୦- State Pool: ୨୨
– ନୂଆ ସୁସ୍ଥ ହୋଇଥିଲେ୨୨୧
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୨୩୬୭୭୭୭୪
– ମୋଟ ଆକ୍ରାନ୍ତ ୧୦୪୮୮୮୦
– ମୋଟ ସୁସ୍ଛ ହୋଲେଣି ୧୦୩୮୦୮୫
– ସକ୍ରୀୟ ଆକ୍ରାନ୍ତ – ୨୩୩୩

ରାଜ୍ୟରେ ଆଜି କରୋନା କାରଣରୁ ୨ ଜଣଙ୍କର ମୃତ୍ୟୁ ହୋଇଛି। ତେବେ ଏହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୮, ୪୦୯ କୁ ବୃଦ୍ଧି ପାଇଛି। ତେବେ

୧ – ବରଗଡ ଜିଲ୍ଲାର ୮୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ ଏବଂ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୨. ବରଗଡ ଜିଲ୍ଲାର ୭୦ ବର୍ଷ ବୟସ୍କ ପୁରୁଷ।

ବରଗଡ଼ ଜିଲ୍ଲାର ଉପରୋକ୍ତ ଦୁଇଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟୱାରୀ ସମ୍ପୂର୍ଣ୍ଣ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୩୯୪୦ ଜଣ ସଂକ୍ରମିତ ହୋଇଥିବା ବେଳେ ୧୨ ଜଣ ସକ୍ରୀୟ ଅଛନ୍ତି। ୪୩, ୫୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୪୦, ୯୮୯ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯ [+୨] ଜଣ ସକ୍ରୀୟ ଅଛନ୍ତି। ୪୦, ୬୨୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୧, ୧୫୩ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫ [-୧] ଜଣ ସକ୍ରୀୟ ଅଛନ୍ତି। ୩୦, ୮୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩୮ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୬, ୫୬୭ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨ [+୩] ଜଣ ସକ୍ରୀୟ ଅଛନ୍ତି। ୨୬, ୩୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩୪୪୦ ଜଣ ସଂକ୍ରମିତ ହୋଇଥିବା ବେଳେ ୧୨ ଜଣ ସକ୍ରୀୟ ଅଛନ୍ତି। ୨୩, ୩୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨୬୫୭ ଜଣ ସଂକ୍ରମିତ ହୋଇଥିବା ବେଳେ ୧୯ ଜଣ ସକ୍ରୀୟ ଅଛନ୍ତି। ୧୨, ୫୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୯୫, ୧୯୨ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୭ [+୬] ଜଣ ସକ୍ରୀୟ ଅଛନ୍ତି। ୯୪, ୨୦୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୫୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୬୦୬ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୯ [+୩] ଜଣ ସକ୍ରୀୟ ଅଛନ୍ତି। ୬, ୫୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୯, ୯୩୨ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨ [+୪] ଜଣ ସକ୍ରୀୟ ଅଛନ୍ତି। ୧୯, ୬୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯୭୧୭ ଜଣ ସଂକ୍ରମିତ ହୋଇଥିବା ବେଳେ ୧୪ ଜଣ ସକ୍ରୀୟ ଅଛନ୍ତି। ୯, ୬୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୯୧୨ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦ [+୧] ଜଣ ସକ୍ରୀୟ ଅଛନ୍ତି। ୩୩, ୪୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୮୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୮, ୦୫୪ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨ [+୨] ଜଣ ସକ୍ରୀୟ ଅଛନ୍ତି। ୨୭, ୭୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୧୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୩, ୯୯୫ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୮୨ [+୮] ଜଣ ସକ୍ରୀୟ ଅଛନ୍ତି। ୪୩, ୭୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୯୨୩ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮ [+୫] ଜଣ ସକ୍ରୀୟ ଅଛନ୍ତି। ୨୩, ୭୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪୩୩୩ ଜଣ ସଂକ୍ରମିତ ହୋଇଥିବା ବେଳେ ୮ ଜଣ ସକ୍ରୀୟ ଅଛନ୍ତି। ୨୪, ୧୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧୫୪୨ ଜଣ ସଂକ୍ରମିତ ହୋଇଥିବା ବେଳେ ୨ ଜଣ ସକ୍ରୀୟ ଅଛନ୍ତି। ୧୧, ୪୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୪, ୯୯୧ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯ [+୨] ଜଣ ସକ୍ରୀୟ ଅଛନ୍ତି। ୨୪, ୬୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୧, ୦୧୨ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨ [+୧] ଜଣ ସକ୍ରୀୟ ଅଛନ୍ତି। ୨୦, ୮୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୭୮, ୯୦୦ [+୯୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୨୯ [+୯୪] ଜଣ ସକ୍ରୀୟ ଅଛନ୍ତି। ୧, ୭୬, ୨୮୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୭୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୯୧୬୭ ଜଣ ସଂକ୍ରମିତ ହୋଇଥିବା ବେଳେ ୫ ଜଣ ସକ୍ରୀୟ ଅଛନ୍ତି। ୧୯, ୦୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧୬୯୧ ଜଣ ସଂକ୍ରମିତ ହୋଇଥିବା ବେଳେ ୫ ଜଣ ସକ୍ରୀୟ ଅଛନ୍ତି। ୧୧, ୬୩୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୪୧, ୧୦୪ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୦ [+୯] ଜଣ ସକ୍ରୀୟ ଅଛନ୍ତି। ୪୦, ୭୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୫୫୮ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪ [+୨] ଜଣ ସକ୍ରୀୟ ଅଛନ୍ତି। ୨୩, ୪୬୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୩, ୫୬୫ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩ [+୩] ଜଣ ସକ୍ରୀୟ ଅଛନ୍ତି। ୨୩, ୩୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨୯୩୬ ଜଣ ସଂକ୍ରମିତ ହୋଇଥିବା ବେଳେ ୨ ଜଣ ସକ୍ରୀୟ ଅଛନ୍ତି। ୨୨, ୮୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୫୫୬୭ ଜଣ ସଂକ୍ରମିତ ହୋଇଥିବା ବେଳେ ୪୮ ଜଣ ସକ୍ରୀୟ ଅଛନ୍ତି। ୪୫, ୦୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୨୦, ୨୪୨ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨ [+୧] ଜଣ ସକ୍ରୀୟ ଅଛନ୍ତି। ୨୦, ୦୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୧, ୯୮୮ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୧ [+୧୬] ଜଣ ସକ୍ରୀୟ ଅଛନ୍ତି। ୩୧, ୬୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩୨୦୬ ଜଣ ସଂକ୍ରମିତ ହୋଇଥିବା ବେଳେ ୧୦ ଜଣ ସକ୍ରୀୟ ଅଛନ୍ତି। ୧୩, ୧୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୨, ୧୨୬ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୮ [+୧୨] ଜଣ ସକ୍ରୀୟ ଅଛନ୍ତି। ୬୧, ୩୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୯୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୩୨, ୮୭୫ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୨ [+୨୨] ଜଣ ସକ୍ରୀୟ ଅଛନ୍ତି। ୩୨, ୫୯୩ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.