Home Top News ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

74

ନୂଆ ଦିଲ୍ଲୀ ୨୬-୫ (ଓଡ଼ିଆ ପୁଅ) ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଜାଣନ୍ତୁ ନିର୍ବାଚନ ପ୍ରକ୍ରିୟା

-୨ ଜୁନ୍‌ରେ ନାମାଙ୍କନ ଦାଖଲର ଶେଷ ତାରିଖ
– ୩ ତାରିଖ ଯାଞ୍ଚ
– ୬ଜୁନ ପ୍ରତ୍ୟାହାରର ଶେଷ ତାରିଖ।

୧୩ ତାରିଖରେ ନିର୍ବାଚନ
୧୭ ତାରିଖ ପୂର୍ବରୁ ନିର୍ବାଚନ ପ୍ରକ୍ରିୟା ଶେଷ ହେବ।

ସୂଚନାଯୋଗ୍ୟଯେ, ସୁବାସ ସିଂଙ୍କ ଇସ୍ତଫା ପରେ ଖାଲି ଗୋଟିଏ ରାଜ୍ୟସଭା ଆସନ ଖାଲି ପଡ଼ିଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.