Home ଓଡ଼ିଶା ରାଷ୍ଟ୍ରପତିଙ୍କୁ ଭେଟି ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ରାଷ୍ଟ୍ରପତିଙ୍କୁ ଭେଟି ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

466

ନୂଆଦିଲ୍ଲୀ/ଭୁବନେଶ୍ୱର, ଜାନୁଆରୀ ୦୩ – କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ରାଷ୍ଟ୍ରପତି ଭବନ ଗସ୍ତ କରି ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ସାକ୍ଷାତ୍ କରିବା ସହ ଇଂରାଜୀ ନବବର୍ଷ ୨୦୨୦ର ଶୁଭେଚ୍ଛା ଜଣାଇଛନ୍ତି।

ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ରାଷ୍ଟ୍ରପତି ଶ୍ରୀ କୋବିନ୍ଦଙ୍କ ସହ ବିଭିନ୍ନ ସମସାମୟିକ ବିଷୟରେ ଆଲୋଚନା କରିଥିଲେ ଓ ରାଷ୍ଟ୍ରପତିଙ୍କ ମାର୍ଗଦର୍ଶନ ପ୍ରାପ୍ତ କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.