Home Top News ଶକ୍ତିକାନ୍ତ ଦାସ ଆଉ ତିନି ବର୍ଷ ପାଇଁ ଆରବିଆଇ ଗଭର୍ଣ୍ଣର ଭାବରେ ପୁନଃ ନିଯୁକ୍ତ ହେଲେ

ଶକ୍ତିକାନ୍ତ ଦାସ ଆଉ ତିନି ବର୍ଷ ପାଇଁ ଆରବିଆଇ ଗଭର୍ଣ୍ଣର ଭାବରେ ପୁନଃ ନିଯୁକ୍ତ ହେଲେ

69

ନୂଆ ଦିଲ୍ଲୀ ୨୯ -୧୦ (ଓଡ଼ିଆ ପୁଅ) କେନ୍ଦ୍ର ସରକାର ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସଙ୍କୁ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆର (ଆରବିଆଇ) ଗଭର୍ଣ୍ଣର ଭାବରେ ଆଉ ତିନି ବର୍ଷ ପାଇଁ ପୁନଃ ନିଯୁକ୍ତ କରିଛନ୍ତି। ପୁନଃ ନିଯୁକ୍ତି ଡିସେମ୍ବର ୧୦ ରୁ କାର୍ଯ୍ୟକାରୀ ହେବ, କିମ୍ବା ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ।

ଏକ ବିବୃତ୍ତିରେ କୁହାଯାଇଛି ଯେ, କ୍ୟାବିନେଟର ନିଯୁକ୍ତି କମିଟି ଶକ୍ତିକାନ୍ତ ଦାସଙ୍କୁ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଗଭର୍ଣ୍ଣର ଭାବରେ ୧୦.୧୨.୨୨୦୨୧ ଠାରୁ ତିନି ବର୍ଷ ପର୍ଯ୍ୟନ୍ତ କିମ୍ବା ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ପୁନଃ ନିଯୁକ୍ତିକୁ ଅନୁମୋଦନ କରିଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.