Home କେନ୍ଦ୍ରାପଡ଼ା ଶତାୟୁ ମହିଳାଙ୍କ ପରଲୋକ

ଶତାୟୁ ମହିଳାଙ୍କ ପରଲୋକ

43

କେନ୍ଦ୍ରାପଡ଼ା, ୨୦ା୧ (ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ବଗଡା ଗ୍ରାମର ସ୍ୱର୍ଗତ ରାମଚନ୍ଦ୍ର ନାୟକଙ୍କ ପତ୍ନୀ ହୀରା ନାୟକଙ୍କ ୧୦୭ବର୍ଷ ବୟସରେ ବାର୍ଦ୍ଧକ୍ୟ ଜନିତ ରୋଗରେ ପରଲୋକ ହୋଇଯାଇଛି। ତାଙ୍କ ମୃତ୍ୟୁ ଶଯ୍ୟା ନିକଟରେ ପୁତ୍ର, ନାତି ବିଜୟ, ପରିବାର ସ୍ୱଜନ ଉପସ୍ଥିତ ଥିଲେ। ତାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି। ସେ ଜଣେ ମିଷ୍ଟଭାଷି, ଧର୍ମପ୍ରାଣା ଓ ପରୋପକାରି ମହିଳା ଥିଲେ। ଗ୍ରାମ୍ୟ ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯାଇଥିବା ବେଳେ ପୁତ୍ର ଅନାଦି ଚରଣ ନାୟକ ମୁଖାଗ୍ନି ଦେଇଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.