Home ଓଡ଼ିଶା ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକୋତ୍ସବ

ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକୋତ୍ସବ

110

କଟକ,୨୫ା୨(ଓଡିଆ ପୁଅ/ବରଞ୍ଚିନାରାୟଣ ପତ୍ରୀ) ସ୍ଥାନୀୟ ମଧୁପାଟଣା ସ୍ଥିତ ଓଁ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକୋତ୍ସବ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ମନ୍ମଥ କୁମାର ମହାପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ବିଦ୍ୟା ବିକାଶ ସମିତିର ସମ୍ପାଦକ ଯୋଗେନ୍ଦ୍ର ନାଥ ବସ୍ତିଆ ଏବଂ ସମ୍ମାନିତ ଅତିଥି ଭାବେ ସେକେଣ୍ଡାରୀ ବୋର୍ଡ ହାଇସ୍କୁଲର ପ୍ରଧାନଶିକ୍ଷକ

 

ଚୌଧୁରୀ ନରେନ୍ଦ୍ର କୁମାର ବିଶ୍ୱାଳ ପ୍ରମୁଖ ଯୋଗ ଦେଇଥିଲେ । ନିଶିକାନ୍ତ ମହାନ୍ତି ସ୍ୱାଗତ ଭାଷଣ ଦେଇଥିବାବେଳେ ଅନୁଷ୍ଟାନ ଅ।।ଚାର୍ଯ୍ୟ ରୁଦ୍ରାଣୀ ମହାପାତ୍ର ବାର୍ଷିକ ବିବରଣୀ ପାଠ କରିଥିଲେ । ଏହି ଅବସରରେ ପୂର୍ବରୁ ଅ।।ୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ପୁରସ୍କାର ପ୍ରଦାନ କରିଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.