Home କେନ୍ଦ୍ରାପଡ଼ା ଶିଶୁ ମଙ୍ଗଳ ସମିତିର ନୂତନ ଅଧ୍ୟକ୍ଷ ନିଯୁକ୍ତ

ଶିଶୁ ମଙ୍ଗଳ ସମିତିର ନୂତନ ଅଧ୍ୟକ୍ଷ ନିଯୁକ୍ତ

100

କେନ୍ଦ୍ରାପଡା ୬/୩ (ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) – କେନ୍ଦ୍ରାପଡା ଶିଶୁ ମଙ୍ଗଳ ସମିତିର ନୂତନ ଅଧ୍ୟକ୍ଷ ଭାବରେ ସହରର ଜଇପୁରା ଗ୍ରାମର ଭଗବତୀ ପ୍ରସାଦ ଦାସଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି। ରାଜ୍ୟ ମହିଳା, ଶିଶୁ ବିକାଶ ଓ ମିଶନଶକ୍ତି ବିଭାଗ ପକ୍ଷରୁ ଆଜି ଏନେଇ ନିର୍ଦେଶନାମା ପ୍ରକାଶ ପାଇଛି। ଶ୍ରୀ ଦାସ ଦୀନବନ୍ଧୁ ସାହୁ ଆଇନ ମହାବିଦ୍ୟାଳୟରେ ଅଧ୍ୟାପକ ଭାବେ ପୂର୍ବରୁ କାର୍ଯ୍ୟରତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.