Home ଓଡ଼ିଶା ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

224

ନୟାଗଡ଼,୧୭/୧୦,(ଓଡ଼ିଆ ପୁଅ ପି ନାଏକ): ନୟାଗଡ଼ ଜିଲ୍ଲା ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟରେ ଆଜି ଘେରାଉ କରିଛନ୍ତି କାର୍ଯ୍ୟରତ ନିର୍ମାଣ ଶ୍ରମିକ ମହାସଂଘ ।ବିଭିନ୍ନ କାର୍ଯ୍ୟରେ  ବ୍ୟାପକ ଅନିୟମିତତା ଥିବା ସଂଘ ଅଭିଯୋଗ କରିଛି । ତେବେ ଦୀର୍ଘ ଦିନ ଧରି ଜିଲ୍ଲାର କାର୍ଯ୍ୟରତ ନିର୍ମାଣ ଶ୍ରମିକମାନଙ୍କୁ ସରକାରୀ ସୁବିଧା ସୁଯୋଗ ନ ମିଳିବା ଏବଂ ନୂଆ ଲେବର କାର୍ଡ ନ ମିଳିବା ପ୍ରତିବାଦରେ ଜିଲ୍ଲାରେ କାର୍ଯ୍ୟରତ ନିର୍ମାଣ ଶ୍ରମିକ ମହାସଂଘ ପକ୍ଷରୁ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଥିଲା । ତେବେ ସମସ୍ୟାର ସମାଧାନ ପାଇଁ ବିଭାଗୀୟ ଅଧିକାରୀ ପ୍ରତିଶ୍ରୁତି ଦେବା ପରେ ମହାସଂଘ ଧାରଣା ପ୍ରତ୍ୟାହୃତ କରିଛି ।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.