Home ଓଡ଼ିଶା ଶ୍ରୀମନ୍ଦିରରେ ଅପରାହ୍ନ ୪ଟାରୁ ୮ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ

ଶ୍ରୀମନ୍ଦିରରେ ଅପରାହ୍ନ ୪ଟାରୁ ୮ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ

171

ପୁରୀ ୧୮୧୧(ଓଡିଆ ପୁଅ/ବିରଞ୍ଚିନାରାୟଣ ପତ୍ରୀ) ମହାପ୍ରଭୁଙ୍କ ଆଜି ପାଲଟଲାଗି ନୀତି, ଦ୍ୱିତୀୟ ଭୋଗମଣ୍ଡପରେ ନୀତି ପାଇଁ ଅପରାହ୍ନ ୪ଟାରୁ ସନ୍ଧ୍ୟା ୮ ଘଟିକା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ସୂଚନା ମିଳିଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.