Home ଓଡ଼ିଶା ସଡ଼କ ଦୁର୍ଘଟଣାରେ ବାଇକ୍ ଚାଳକ ଗୁରୁତର

ସଡ଼କ ଦୁର୍ଘଟଣାରେ ବାଇକ୍ ଚାଳକ ଗୁରୁତର

298

ସୁନ୍ଦରଗଡ଼,୦୪/୧୧,(ଓଡ଼ିଆ ପୁଅ ପି ନାୟକ):ଆଜି ସୁନ୍ଦରଗଡ ଜିଲ୍ଲା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ସଲଙ୍ଗାବାହାଲରେ ସୋନାଜୋର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଫଳରେ ଏହି ଦୁର୍ଘଟଣାରେ ଜଣେ ବାଇକ୍ ଚାଳକ ଗୁରୁତର ଆହତ ହୋଇଛନ୍ତି । ଅଟୋ ଓ ବାଇକ୍ ମୁହାଁମୁହିଁ ହେବା ଫଳରେ ଏହି ଦୁର୍ଘଟଣା ଘଟିଛି । ପରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ନିକଟସ୍ଥ ଚିକିତ୍ସାଳୟରେ ଭର୍ତ୍ତି କରାଇଛି । ଏବଂ ଏହାର ତଦନ୍ତ ଆରମ୍ଭ କରିଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.