Home ଓଡ଼ିଶା ସଡ଼କ ଦୁର୍ଘଟଣାରେ ୪ ହକି ଖେଳାଳୀଙ୍କ ମୃତ୍ୟୁ

ସଡ଼କ ଦୁର୍ଘଟଣାରେ ୪ ହକି ଖେଳାଳୀଙ୍କ ମୃତ୍ୟୁ

421

ନୂଆଦିଲ୍ଲୀ,୧୪/୧୦,(ଓଡ଼ିଆ ପୁଅ ପି ନାଏକ): ଆଜି ମଧ୍ୟପ୍ରଦେଶରେ ଏକ ଦୁଃଖଦ ଘଟଣା ଘଟିଯାଇଛି । ମଧ୍ୟପ୍ରଦେଶର ହୋଶଙ୍ଗାବାଦ୍‌ରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ଜଣ ଜାତୀୟ ହକି ଖେଳାଳିଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ଆହତମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଖବର ପାଇ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ଭାରସାମ୍ୟ ହରାଇ ଗାଡିଟି ଏକ ଗଛରେ ପିଟି ଦେଇଥିବା ଅନୁମାନ କରାଯାଉଛି ।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.