Home କନ୍ଧମାଳ ସମନ୍ୱୟ ସଚେତନତା କାର୍ଯ୍ୟକ୍ରମ

ସମନ୍ୱୟ ସଚେତନତା କାର୍ଯ୍ୟକ୍ରମ

58

ବାଲିଗୁଡା, ୧୭/୧ (ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ) କନ୍ଧମାଳ ଜିଲ୍ଲା ବାଲିଗୁଡା ନିର୍ବାଚନ ମଣ୍ଡଳୀର ତୁମୁଡିବନ୍ଧ ବ୍ଲକର ଭାଲିଆପାଣି ଠାରେ ତୁମୁଡିବନ୍ଧ ଏବଂ କୋଟଗଡ ବ୍ଲକର ଜନ ସାଧାରଣଙ୍କ ମଧ୍ୟରେ ଏକ ସମନ୍ୱୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବାଲିଗୁଡା ବିଧାୟକ ଚକ୍ରମଣି କହଁର, ତୁମୁଡିବନ୍ଧ ବ୍ଲକ ଅଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ପାତ୍ର, କୋଟଗଡ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସବିତା ମଲ୍ଲିକ, ସାଧାରଣ ଜନତା ଏବଂ ବହୁ ମାନ୍ୟଗଣ ବ୍ୟକ୍ତି ଯୋଗ ଦେଇଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.