Odiapua.com

ସମୁଦ୍ରରେ ଗାଧଉଥିବବେଳେ ବୁଡିଯାଉଥିବା ଜଣେ ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ ୨୭ -୧୧ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) ପୁରୀ ବୁଲିବାକୁ ଆସି ସମୁଦ୍ରରେ ଗାଧଉଥିବବେଳେ ବୁଡିଯାଉଥିବା ଜଣେ ପର୍ଯ୍ୟଟକଙ୍କୁ ଉଦ୍ଧାର କରିଛନ୍ତି ଲାଇଫଗାର୍ଡ।

ଉଦ୍ଧାର ପର୍ଯ୍ୟଟକ ପଶ୍ଚିମବଙ୍ଗ ହାୱାଡା ଅନ୍ତର୍ଗତ ସଙ୍କ୍ରାଇର ଆଶିଷ ବାଗ।

ଲାଇଫଗାର୍ଡ ତାଙ୍କୁ ଉଦ୍ଧାର କରି ପ୍ରାଥମିକ ଚିକିତ୍ସା ଯୋଗାଇବାପରେ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଛନ୍ତି।