Home Top News ସହରାଞ୍ଚଳ ରାସ୍ତାଘାଟ ଓ ନର୍ଦ୍ଦମା ମରାମତି ତଥା ଉନ୍ନତିକରଣ ପାଇଁ ୫୦୦ କୋଟି ଟଙ୍କା ମଞ୍ଜୁର...

ସହରାଞ୍ଚଳ ରାସ୍ତାଘାଟ ଓ ନର୍ଦ୍ଦମା ମରାମତି ତଥା ଉନ୍ନତିକରଣ ପାଇଁ ୫୦୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

21

ଭୁବନେଶ୍ୱର ୨୦ -୧୧ (ଓଡ଼ିଆ ପୁଅ) ବର୍ଷା ଯୋଗୁ ସାରା ରାଜ୍ୟରେ ବିଭିନ୍ନ ସହରାଞ୍ଚଳର କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ ରାସ୍ତାଘାଟ, ନର୍ଦ୍ଦମା ଓ ଫୁଟପାଥ ଆଦିର ମରାମତି ତଥା ଉନ୍ନତି କରଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫୦୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ଏହି କାର୍ଯ୍ୟ ତୁରନ୍ତ ଆରମ୍ଭ କରିବା ସହିତ ଆଗାମୀ ମୌସୁମୀ ଋତୁ ପୂର୍ବରୁ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.