Home ଜିଲ୍ଲା ପରିକ୍ରମା ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

81

ଭଦ୍ରକ, ୫ା୬ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଧାମନଗର ଥାନା ଅଧୀନସ୍ଥ ଶ୍ୟାମପୁର ଗ୍ରାମର ପାଣ୍ଡବ ସାହୁଙ୍କ ପତ୍ନୀ ମାନସୀ ସାହୁ (୪୬)ଙ୍କର ଆଜି ସାପ କାମୁଡାରେ ମୃତ୍ୟୁ ଘଟିଥିବା ଜଣାପଡିଛି । ପ୍ରାପ୍ତ ଖବରରୁ ଯାହା ଜଣାଯାଏ ଆଜି ଖରାବେଳେ ମାନସୀ ଘରେ ଶୋଇଥିବାବେଳେ ଏକ ବିଷଧର ସାପ ତାଙ୍କୁ କାମୁଡି ଦେଇଥିଲା । ଫଳରେ ତାଙ୍କୁ ତୁରନ୍ତ ଧାମନଗର ଓ ପରେ ଭଦ୍ରକ ଡାକ୍ତରଖାନାକୁ ନିଆଯାଇଥିଲେ ମଧ୍ୟ ଡାକ୍ତରମାନେ ମୃତଘୋଷଣା କରିଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.