ସୁବାଷ ଚୌହାନ ଗୁରୁତର ଅସୁସ୍ଥ; ଆଇସିୟୁରେ ଭର୍ତ୍ତି

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ବା ୱେଷ୍ଟନ ଓଡ଼ିଶା ଡେଭଲପମେଣ୍ଟ କାଉନ୍ସିଲ୍ (ଡବ୍ଲ୍ୟୁଓଡିସି) ଅଧ୍ୟକ୍ଷ ତଥା ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ସୁବାଷ ଚୌହାନ ଗୁରୁତ୍ୱର ଅସୁସ୍ଥ ଅଛନ୍ତି। ସେ କିଛି ଦିନ ହେଲା ଅସୁସ୍ଥ ଥାଇ ଚିକିତ୍ସାଧିନ ଥିଲେ। ତେବେ, ମଙ୍ଗଳବାର ରାତିରେ ସେ ଗୁରୁତର ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ଭୁବନେଶ୍ୱର ସ୍ଥିତ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମଙ୍ଗଳବାର ରାତିରୁ ସେ ଆଇସିୟୁରେ ଥିଲେ। ବୁଧବାର ସକାଳର ଖବର ଅନୁଯାୟୀ ତାଙ୍କ ସ୍ୱାସ୍ଥ୍ୟବସ୍ଥା … Continue reading ସୁବାଷ ଚୌହାନ ଗୁରୁତର ଅସୁସ୍ଥ; ଆଇସିୟୁରେ ଭର୍ତ୍ତି