Odiapua.com

କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି ହସ୍ପିଟାଲରେ ଭର୍ତ୍ତି – ସ୍ୱାସ୍ଥ୍ୟାବସ୍ଥା ସ୍ଥିର

ନୂଆ ଦିଲ୍ଲୀ ୩୦-୭ (ଓଡ଼ିଆ ପୁଅ) କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଖବର ମିଳିଛି। ତାଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି। କଂଗ୍ରେସ ପକ୍ଷରୁ କୁହାଯାଇଛିଯେ, ତାଙ୍କର ସାଧାରଣ ରୁଟିନ ଚେକଅପ୍‌ ପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।