Home Top News ଗର୍ଭବତୀ ସ୍ତ୍ରୀର ତଣ୍ଟି କାଟି ହତ୍ୟା ଉଦ୍ୟମ : ସ୍ୱାମୀ ଫେରାର, ଗୁରୁତର ମହିଳାଙ୍କୁ କେସିଙ୍ଗା...

ଗର୍ଭବତୀ ସ୍ତ୍ରୀର ତଣ୍ଟି କାଟି ହତ୍ୟା ଉଦ୍ୟମ : ସ୍ୱାମୀ ଫେରାର, ଗୁରୁତର ମହିଳାଙ୍କୁ କେସିଙ୍ଗା ମେଡିକାଲରେ ଭର୍ତ୍ତି

56

ଭବାନୀପାଟଣା ୩୦-୮ (ଓଡ଼ିଆ ପୁଅ) : କେସିଙ୍ଗା ଥାନା ଧଅଁରାମାଳ ଗାଁରେ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀର ତଣ୍ଟି କାଟି ହତ୍ୟା କରିବାକୁ ଉଦ୍ୟମ କରି ସ୍ୱାମୀ ଫେରାର ହୋଇଯାଇଛି। ଗୁରୁତର ଅବସ୍ଥାରେ ମହିଳାଙ୍କୁ କେସିଙ୍ଗା ମେଡିକାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।

ପାରିବାରିକ କଳହ କାରଣରୁ ଗର୍ଭବତୀ ସ୍ତ୍ରୀର ତଣ୍ଟି କାଟି ହତ୍ୟା କରିଥିଲା ସ୍ବାମୀ ନିହାର ସାହାଣୀ। ତେବେ ପତ୍ନୀ ପ୍ରକାଶନୀ ସାହାଣୀଙ୍କୁ ଅତ୍ୟନ୍ତ ଗୁରୁତର ଅବସ୍ଥାରେ କେସିଙ୍ଗା ମେଡିକାଲରେ ଭର୍ତ୍ତି କରାଯାଇଛି। ପୋଲିସ୍ ଘଟଣା ସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଦେଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.