Home ଓଡ଼ିଶା ସ୍ବାଧୀନତା ଦିବସ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସ୍ବାଧୀନତା ଦିବସ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

258

ଭୁବନେଶ୍ଵର,୧୫/୦୮,(ଓଡ଼ିଆ ପୁଅ/ ପଙ୍କଜିନୀ ନାୟକ): ଆଜି ସ୍ୱାଧୀନତା ଦିବସ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ଟ୍ବିଟ ଜରିଆରେ ଏହି ଶୁଭେଚ୍ଛା ଜଣାଇବା ସହ  ନିଜର ଟ୍ୱିଟର ଆକାଉଣ୍ଟ ଜରିଆରେ ସେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି । ଏହା ସହ ରାଜ୍ୟ ତଥା ଦେଶକୁ ଶାନ୍ତି ଓ ସମୃଦ୍ଧିର ଶିଖରରେ ପହଞ୍ଚାଇବା ପାଇଁ ସମସ୍ତେ ସଙ୍କଳ୍ପବଦ୍ଧ ହେବାକୁ ଆହ୍ୱାନ୍‌ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.