Home Coronavirus Outbreak ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ କୋଭିଡ-19 ସଂକ୍ରାନ୍ତରେ ସଦ୍ୟତମ ସୂଚନା

ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ କୋଭିଡ-19 ସଂକ୍ରାନ୍ତରେ ସଦ୍ୟତମ ସୂଚନା

592

ନୂଆ ଦିଲ୍ଲୀ ୩-୪ (ଓଡ଼ିଆ ପୁଅ) ବର୍ତ୍ତମାନ ସୁଦ୍ଧା ମୋଟ 2301 ଜଣ ସଂକ୍ରମିତଙ୍କ ମଧ୍ୟରୁ 56 ଜଣ ପ୍ରାଣ ହରାଇଛନ୍ତି। 156 ଜଣ ଆରୋଗ୍ୟ ଲାଭ କରିବା ପରେ ଡାକ୍ତରଖାନାରୁ ଛାଡ଼ ପାଇଛନ୍ତି। ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ କାର୍ଯ୍ୟରେ ବାଧା ସୃଷ୍ଟି ନକରିବାକୁ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟମାନଙ୍କୁ ନିବେଦନ କରିଥିଲେ। ଦେଶର ଅଗ୍ରଣୀ ସ୍ବାସ୍ଥ୍ୟକର୍ମୀଙ୍କ ପ୍ରତି ଦୁର୍ବ୍ୟବହାର କରାଯାଉଥିବା ନେଇ ସେ ଚିନ୍ତାବ୍ୟକ୍ତ କରିଥିଲେ। କୋଭିଡ-19 ମୁକାବିଲା ପାଇଁ ମାନବ ସମ୍ବଳ ପରିଚାଳନା ନିମନ୍ତେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶଗୁଡ଼ିକ ଲାଗି ମାର୍ଗଦର୍ଶିକା ଜାରି କରାଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.