Home ଓଡ଼ିଶା ୧୨ଟି ଗେଟ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

୧୨ଟି ଗେଟ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

151

ସମ୍ବଲପୁର,୦୬/୦୯,(ଓଡ଼ିଆ ପୁଅ ପି ନାଏକ): ହୀରାକୁଦ ଜଳଭଣ୍ଡାରର ୧୨ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାର୍ଶ୍ବରେ ୮ ଓ ଦକ୍ଷିଣ ପାର୍ଶ୍ବରେ ୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୫୨୫.୬୨ ଫୁଟ୍ ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୧ ଲକ୍ଷ ୩୨ ହଜାର ୧୪୬ କ୍ୟୁସେକ୍ ଜଳ । ଜଳଭଣ୍ଡାର ମଧ୍ୟରୁ ନିଷ୍କାସିତ ହେଉଛି ୨ ଲକ୍ଷ ୧୪ ହଜାର ୭୩୭ କ୍ୟୁସେକ୍ ଜଳ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.