Home Coronavirus Outbreak ରାଜ୍ୟରେ ୧୩୦ କରୋନା ଆକ୍ରାନ୍ତ ଚିହ୍ନଟ – ଜାଣନ୍ତୁ ଆପଣଙ୍କ ଜିଲ୍ଲାରୁ କେତେ

ରାଜ୍ୟରେ ୧୩୦ କରୋନା ଆକ୍ରାନ୍ତ ଚିହ୍ନଟ – ଜାଣନ୍ତୁ ଆପଣଙ୍କ ଜିଲ୍ଲାରୁ କେତେ

589

ଭୁବନେଶ୍ୱର ୫-୬ (ଓଡ଼ିଆ ପୁଅ) : ପୁଣି ରାଜ୍ୟରେ ୧୩୦ କରୋନା ଆକ୍ରାନ୍ତଙ୍କ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮ ରେ ପହଁଚିଛି। ଚିହ୍ନଟ ୧୩୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୪ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୦୬ ଜଣ ସ୍ଥାନୀୟ ବାସିନ୍ଦା। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୧୧୭ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ୧୪୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୮ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ଦୁଇ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି।

ଆଜିର ୧୩୦ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୧୨ ଜଣ ଜଣ, ଯାଜପୁର ଜିଲ୍ଲାରୁ ୩ ଜଣ ଜଣ, ଖୋର୍ଦ୍ଧା ଜିଲ୍ଲାରୁରେ ୨୨ ଜଣ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ ଜଣ, କଟକ ଜିଲ୍ଲାରୁ ୨୩ ଜଣ, ଭଦ୍ରକ ଜିଲ୍ଲାରୁ ୪ ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ ଜଣ, ପୁରୀ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୭ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ ଜଣ, ଗଜପତିଜିଲ୍ଲାରୁ ୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ ଜଣ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, ଅନୁଗୁଳ ଜିଲ୍ଲାରୁ ଜଣେ, ସୋନପୁର ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୩ ଜଣ, କଳାହାଣ୍ଡି ଜିଲ୍ଲାରୁ ୩ ଜଣ, ବରଗଡ଼ ୪ ଜଣ, କୋରାପୁଟ ଜିଲ୍ଲାରୁ ୬ ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ ଚିହ୍ନଟ ହୋଇଛନ୍ତି।

ତେବେ ରାଜ୍ୟରେ ଏ ପର୍ଯ୍ୟନ୍ତ ୧, ୬୯, ୦୧୦ ଜଣଙ୍କର ଟେଷ୍ଟ ହୋଇଥିବା ବେଳେ ୨୬୦୮ ଜଣଙ୍କର ପଜିଟିଭ୍ ଆସିଛି ଏବଂ ୧୪୮୧ ଜଣ ସୁସ୍ଥ ହୋଇଛନ୍ତି। ୧୧୧୭ ଆକ୍ରାନ୍ତ ବର୍ତ୍ତମାନ ସକ୍ରୀୟ ଅଛନ୍ତି ଏବଂ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ଜାଣନ୍ତୁ ଜିଲ୍ଲାୱାରୀ ରିପୋର୍ଟ

ଗଞ୍ଜାମ ଜିଲ୍ଲା ରେ ୫୩୩ ଜଣ ସଂକ୍ରମିତ ହୋଇଥିବା ବେଳେ ୩୫୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୬ ଜଣ ସକ୍ରୀୟ ଅଛନ୍ତି। ୩ ଜଣଙ୍କର ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୨୯୩ ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୧ ଜଣ ସକ୍ରୀୟ ଅଛନ୍ତି।

ଖୋର୍ଦ୍ଧା ଜିଲ୍ଲାରେ ରେ ୨୧୭ ଜଣ ସଂକ୍ରମିତ ହୋଇଥିବା ବେଳେ ୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୫ ଜଣ ସକ୍ରୀୟ ଅଛନ୍ତି। ୪ ଜଣଙ୍କର ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୧୭୯ ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୪ ଜଣ ସକ୍ରୀୟ ଅଛନ୍ତି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୧୬୩ ଜଣ ସଂକ୍ରମିତ ହୋଇଥିବା ବେଳେ ୯୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୮ ଜଣ ସକ୍ରୀୟ ଅଛନ୍ତି।

କଟକ ଜିଲ୍ଲା ରେ ୧୫୪ ଜଣ ସଂକ୍ରମିତ ହୋଇଥିବା ବେଳେ ୫୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୫ ଜଣ ସକ୍ରୀୟ ଅଛନ୍ତି। ୧ ଜଣଙ୍କର ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୧୩୬ ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦ ଜଣ ସକ୍ରୀୟ ଅଛନ୍ତି।

ବଲାଙ୍ଗୀର ଜିଲ୍ଲା ରେ ୧୦୫ ଜଣ ସଂକ୍ରମିତ ହୋଇଥିବା ବେଳେ ୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୧ ଜଣ ସକ୍ରୀୟ ଅଛନ୍ତି।

ପୁରୀ ଜିଲ୍ଲା ରେ ୯୯ ଜଣ ସଂକ୍ରମିତ ହୋଇଥିବା ବେଳେ ୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮ ଜଣ ସକ୍ରୀୟ ଅଛନ୍ତି।

ଜଗତସିଂହପୁର ଜିଲ୍ଲା ରେ ୮୭ ଜଣ ସଂକ୍ରମିତ ହୋଇଥିବା ବେଳେ ୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬ ଜଣ ସକ୍ରୀୟ ଅଛନ୍ତି।

ସୁନ୍ଦରଗଡ଼ ଜିଲ୍ଲା ରେ ୮୧ ଜଣ ସଂକ୍ରମିତ ହୋଇଥିବା ବେଳେ ୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୨ ଜଣ ସକ୍ରୀୟ ଅଛନ୍ତି।

ନୟାଗଡ଼ ଜିଲ୍ଲା ରେ ୭୬ ଜଣ ସଂକ୍ରମିତ ହୋଇଥିବା ବେଳେ ୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୧ ଜଣ ସକ୍ରୀୟ ଅଛନ୍ତି।

ନୂଆପଡ଼ା ଜିଲ୍ଲା ରେ ୬୦ ଜଣ ସଂକ୍ରମିତ ହୋଇଥିବା ବେଳେ କେହି ସୁସ୍ଥ ହୋଇ ନାହାଁନ୍ତି ଏବଂ ୬୦ ଜଣ ସକ୍ରୀୟ ଅଛନ୍ତି।

ମୟୁରଭଞ୍ଜ ଜିଲ୍ଲା ରେ ୫୭ ଜଣ ସଂକ୍ରମିତ ହୋଇଥିବା ବେଳେ ୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୩ ଜଣ ସକ୍ରୀୟ ଅଛନ୍ତି।

ଗଜପତିଜିଲ୍ଲା ରେ ୫୧ ଜଣ ସଂକ୍ରମିତ ହୋଇଥିବା ବେଳେ ୧୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୧ ଜଣ ସକ୍ରୀୟ ଅଛନ୍ତି।

ବୌଦ୍ଦ ଜିଲ୍ଲା ରେ ୩୪ ଜଣ ସଂକ୍ରମିତ ହୋଇଥିବା ବେଳେ ୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣ ସକ୍ରୀୟ ଅଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୩୩ ଜଣ ସଂକ୍ରମିତ ହୋଇଥିବା ବେଳେ ୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯ ଜଣ ସକ୍ରୀୟ ଅଛନ୍ତି।

ଦେବଗଡ଼ ଜିଲ୍ଲା ରେ ୩୩ ଜଣ ସଂକ୍ରମିତ ହୋଇଥିବା ବେଳେ ୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣ ସକ୍ରୀୟ ଅଛନ୍ତି।

କେନ୍ଦୁଝର ଜିଲ୍ଲା ରେ ୩୨ ଜଣ ସଂକ୍ରମିତ ହୋଇଥିବା ବେଳେ ୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣ ସକ୍ରୀୟ ଅଛନ୍ତି।

ଅନୁଗୁଳ ଜିଲ୍ଲା ରେ ୩୧ ଜଣ ସଂକ୍ରମିତ ହୋଇଥିବା ବେଳେ ୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣ ସକ୍ରୀୟ ଅଛନ୍ତି।

ସୋନପୁର ଜିଲ୍ଲା ରେ ୨୬ ଜଣ ସଂକ୍ରମିତ ହୋଇଥିବା ବେଳେ ୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ ଜଣ ସକ୍ରୀୟ ଅଛନ୍ତି।

କନ୍ଧମାଳ ଜିଲ୍ଲା ରେ ୨୫ ଜଣ ସଂକ୍ରମିତ ହୋଇଥିବା ବେଳେ ୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯ ଜଣ ସକ୍ରୀୟ ଅଛନ୍ତି।

କଳାହାଣ୍ଡି ଜିଲ୍ଲା ରେ ୨୫ ଜଣ ସଂକ୍ରମିତ ହୋଇଥିବା ବେଳେ ୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣ ସକ୍ରୀୟ ଅଛନ୍ତି।

ମାଲକାନଗିରି ରେ ୨୧ ଜଣ ସଂକ୍ରମିତ ହୋଇଥିବା ବେଳେ ୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣ ସକ୍ରୀୟ ଅଛନ୍ତି।

ସମ୍ବଲପୁର ଜିଲ୍ଲା ରେ ୧୬ ଜଣ ସଂକ୍ରମିତ ହୋଇଥିବା ବେଳେ ୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣ ସକ୍ରୀୟ ଅଛନ୍ତି।

ବରଗଡ଼ ରେ ୧୬ ଜଣ ସଂକ୍ରମିତ ହୋଇଥିବା ବେଳେ ୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣ ସକ୍ରୀୟ ଅଛନ୍ତି।

କୋରାପୁଟ ଜିଲ୍ଲା ରେ ୧୪ ଜଣ ସଂକ୍ରମିତ ହୋଇଥିବା ବେଳେ ୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣ ସକ୍ରୀୟ ଅଛନ୍ତି।

ଝାରସୁଗୁଡ଼ା ଜିଲ୍ଲା ରେ ୭ ଜଣ ସଂକ୍ରମିତ ହୋଇଥିବା ବେଳେ ୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣ ସକ୍ରୀୟ ଅଛନ୍ତି।

ରାୟଗଡ଼ା ଜିଲ୍ଲା ୨ ଜଣ ସଂକ୍ରମିତ ହୋଇଥିବା ବେଳେ କେହି ସୁସ୍ଥ ହୋଇ ନାହାଁନ୍ତି ଏବଂ ୨ ଜଣ ସକ୍ରୀୟ ଅଛନ୍ତି।

ନବରଙ୍ଗପୁର ଜିଲ୍ଲାରେ ୨ ଜଣ ସଂକ୍ରମିତ ହୋଇଥିବା ବେଳେ ୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣ ସକ୍ରୀୟ ଅଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.