Odiapua.com

୧୫ତମ ପୋଲାଣ୍ଡ କପ୍ ଅନ୍ତର୍ଜାତୀୟ ସଫ୍ଟ ଟେନିସ ପ୍ରତିଯୋଗିତାରେ ଭାରତରୁ ପ୍ରତିନିଧିତ୍ୱ କରୁଥିବା ଭାରତୀୟ ସଫ୍ଟ ଟେନିସ ଦଳର କୋଚ୍ ଶ୍ରୀ ବିକାଶ ଚନ୍ଦ୍ର ପଟ୍ଟନାୟକ ଏବଂ ଖେଳାଳିମାନେ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଛନ୍ତି। ଏହି ଅବସରରେ ଶ୍ରୀ ପ୍ରଧାନ ଟିମକୁ ପ୍ରତିଯୋଗିତାରେ ଭଲ ପ୍ରଦର୍ଶନ ପାଇଁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।