Home Top News ୨୧୬ ପୋଲିସ ଫାଣ୍ଡି ଦାୟିତ୍ୱରେ ରହିବେ ସଵ୍ ଇନ୍ସପେକ୍ଟର

୨୧୬ ପୋଲିସ ଫାଣ୍ଡି ଦାୟିତ୍ୱରେ ରହିବେ ସଵ୍ ଇନ୍ସପେକ୍ଟର

46

ଭୁବନେଶ୍ୱର ୫ -୧୦ (ଓଡ଼ିଆ ପୁଅ) ଓଡ଼ିଶା ପୋଲିସର ୨୧୬ଟି ଫାଣ୍ଡି ଦାୟିତ୍ୱ ରେ ଏଣିକି ସବ୍‌ଇନ୍‌ସପେକ୍ଟର ମାନେ ରହିବେ। ଏ ସମ୍ପର୍କୀୟ ପ୍ରସ୍ତାବ କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଅନୁମୋଦନ କରିଛନ୍ତି। ପୂର୍ବରୁ ସହକାରୀ ସଵ୍ ଇନ୍ସପେକ୍ଟର ମାନେ ଫାଣ୍ଡି ଦାୟିତ୍ୱ ରେ ରହୁଥିଲେ।

କମିଶନରେଟ୍‌ ପୋଲିସ ଠାରୁ ଆରମ୍ଭ କରି ବିଭିନ୍ନ ଜିଲ୍ଲା ପୋଲିସ ଓ ରେଲୱେ ପୋଲିସ ଦ୍ବାରା ପରିଚାଳିତ ପୋଲିସ ଫାଣ୍ଡି ମାନଙ୍କରେ ସଵ୍ ଇନସପେକ୍ଟର ମାନଙ୍କୁ ନିଯୁକ୍ତି ଦିଆଯିବ।

ସବ୍ଇନ୍ସପେକ୍ଟର ମାନଙ୍କ ତାଲିମ ଓ ଅପରାଧ ଅନୁସନ୍ଧାନ ରେ ସେମାନଙ୍କ ଦକ୍ଷତା ଫାଣ୍ଡି ସ୍ତରରେ ଅପରାଧ ନିୟନ୍ତ୍ରଣ ରେ ବିଶେଷ ସହାୟକ ହେବ ବୋଲି ଆଶା କରାଯାଏ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.