Home ଓଡ଼ିଶା ୫ଟି ଗେଟ ଦେଇ ନିଷ୍କାସିତ ହେଉଛି ଜଳ

୫ଟି ଗେଟ ଦେଇ ନିଷ୍କାସିତ ହେଉଛି ଜଳ

119

ସମ୍ଵସମ୍ବ,୧୨/୦୯,(ଓଡ଼ିଆ ପୁଅ ପି ନାଏକ): ହୀରାକୁଦ ଜଳଭଣ୍ଡାରର ୫ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାର୍ଶ୍ବରେ ୩ଟି ଏବଂ ଡାହାଣ ପାର୍ଶ୍ବରେ ୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୨୬.୧୯ ଫୁଟ୍ ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୨ ଲକ୍ଷ ୫୩ ହଜାର ୫୭୦ କ୍ୟୁସେକ୍ ଜଳ । ଜଳଭଣ୍ଡାର ମଧ୍ୟରୁ ନିଷ୍କାସିତ ହେଉଛି ୧ ଲକ୍ଷ ୧ ହଜାର ୦୯୮ କ୍ୟୁସେକ୍ ଜଳ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.