Home ଓଡ଼ିଶା ୭୫ ପ୍ରତିଶତ ଉପସ୍ଥାନ ଥିଲେ ହିଁ ଛାତ୍ରଛାତ୍ରୀ ପରୀକ୍ଷା ଦେବା ଲାଗି ଯୋଗ୍ୟ ବିବେଚିତ ହେବେ...

୭୫ ପ୍ରତିଶତ ଉପସ୍ଥାନ ଥିଲେ ହିଁ ଛାତ୍ରଛାତ୍ରୀ ପରୀକ୍ଷା ଦେବା ଲାଗି ଯୋଗ୍ୟ ବିବେଚିତ ହେବେ – ନିର୍ଦ୍ଦେଶନାମା ଜାରି

528

ଭୁବନେଶ୍ୱର ୩୦-୧୧ (ଓଡ଼ିଆ ପୁଅ) ରାଜ୍ୟର ସମସ୍ତ କଲେଜରେ ୭୫ ପ୍ରତିଶତ ଉପସ୍ଥାନ ଥିବା ଛାତ୍ରଛାତ୍ରୀ ହିଁ ପରୀକ୍ଷା ଦେବା ଲାଗି ଯୋଗ୍ୟ ବିବେଚିତ ହେବେ। ଏନେଇ ଉଚ୍ଚ ଶିକ୍ଷା ବିଭାଗ ତରଫରୁ ରାଜ୍ୟର ସମସ୍ତ ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତର କଲେଜ ଅଧ୍ୟକ୍ଷଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ଉଚ୍ଚ ଶିକ୍ଷା ବିଭାଗର ସଚିବ ଶାଶ୍ୱତ ମିଶ୍ର ଏହି ନିୟମକୁ ତୁରନ୍ତ ଲାଗୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.