Home ଓଡ଼ିଶା ୮ଟି ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି ଛୁଟି ଘୋଷଣା

୮ଟି ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି ଛୁଟି ଘୋଷଣା

425

ଭୁବନେଶ୍ଵର,୨୪/୧୦,(ଓଡ଼ିଆ ପୁଅ ପି ନାୟକ): ଗତ ଦୁଇ ଦିନଧରି ଲଗାଣ ବର୍ଷା ଆରମ୍ଭ ହେବା ଫଳରେ ଏବେ ଜନଜୀବନ ଅତି ମାତ୍ରାରେ ଅସ୍ତବ୍ୟସ୍ତ ହୋଇପଡିଛି । ଫଳରେ ଏବେ ୮ ଟି ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନଵାଡିକୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ତେବେ ୮ ଟି ଜିଲ୍ଲା ଗୁଡ଼ିକ ମଧ୍ୟରେ ଗଞ୍ଜାମ, ଗଜପତି, ଭଦ୍ରକ, ଢେଙ୍କାନାଳ, କଟକ ଓ କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲା ସାମିଲ ରହିଛି । ଯାଜପୁର ଜିଲ୍ଲାରେ କିନ୍ତୁ ଆଜି ଓ କାଲି ସ୍କୁଲ, ଅଙ୍ଗନବାଡ଼ି ଛୁଟି ଘୋଷଣା କରାଯାଇଛି।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.