Home ଓଡ଼ିଶା ୮୭ ବର୍ଷରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ

୮୭ ବର୍ଷରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ

627

ନୂଆଦିଲ୍ଲୀ,୨୬/୦୯,(ଓଡ଼ିଆ ପୁଅ ପି ନାଏକ):

କଂଗ୍ରସର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ୮୭ ବର୍ଷରେ ପଦାର୍ପଣ କରିଛନ୍ତି । ଏନେଇ ପିଏମ୍‌ ମୋଦି ମନମୋହନଙ୍କୁ ଟୁଇଟ୍‌ କରି ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ମନମୋହନ ୧୯୩୨ ସେପ୍ଟେମ୍ବର ୨୬ ତାରିଖରେ ପଂଜାବର ଏକ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ସେ ଭାରତର ଦୁଇଥର ପ୍ରଧାନମନ୍ତ୍ରୀ ହୋଇ ସାରିଛନ୍ତି । ମନମୋହନ ଏବେ ରାଜସ୍ଥାନରୁ ରାଜ୍ୟସଭାର ସଦସ୍ୟ ଅଛନ୍ତି । ମନମୋହନଙ୍କ ଜନ୍ମ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଟୁଇଟ୍ କରି ଶୁଭେଚ୍ଛା ଜଣାଇଛନ୍ତି । ମୋଦି ଟୁଇଟ୍ ରେ ଉଲ୍ଲେଖ କରିଛନ୍ତି ଯେ, ଆମ ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ଜନ୍ମ ଦିନରେ ଅନେକ ଅନେକ ଅଭିନନ୍ଦନ । ତାଙ୍କର ଦୀର୍ଘ ଓ ସୁସ୍ଥ ଜୀବନ କାମନା କରୁଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.