Home Coronavirus Outbreak ରାଜ୍ୟରେ ପୁଣି କରୋନା ନେଲା ୧୦ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୩୫୩ କୁ ବୃଦ୍ଧି

ରାଜ୍ୟରେ ପୁଣି କରୋନା ନେଲା ୧୦ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୩୫୩ କୁ ବୃଦ୍ଧି

144

ଭୁବନେଶ୍ୱର ୧୭-୮ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୧୦ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୩୫୩ କୁ ବୃଦ୍ଧି ପାଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ବରଗଡ଼ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଖୋର୍ଦ୍ଦା ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୧୦ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.