Home Coronavirus Outbreak ରାଜ୍ୟରେ ଆଜି କରୋନା ନେଲା ୧୧ ମୁଣ୍ଡ – ମୋଟ ମୃତକଙ୍କ ସଂଖ୍ୟା ୧୩୩୧ କୁ...

ରାଜ୍ୟରେ ଆଜି କରୋନା ନେଲା ୧୧ ମୁଣ୍ଡ – ମୋଟ ମୃତକଙ୍କ ସଂଖ୍ୟା ୧୩୩୧ କୁ ବୃଦ୍ଧି

66

ଭୁବନେଶ୍ୱର ୧-୧୧ (ଓଡ଼ିଆ ପୁଅ) ରାଜ୍ୟରେ ଆଜି କରୋନା ନେଲା ୧୧ ମୁଣ୍ଡ। ମୋଟ ମୃତକଙ୍କ ସଂଖ୍ୟା ୧୩୩୧ କୁ ବୃଦ୍ଧି ପାଇଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

କେନ୍ଦୁଝର ଜିଲ୍ଲାର ଜଣେ
ଭୁବନେଶ୍ୱରର ଜଣେ
ଦେବଗଡ଼ ଜିଲ୍ଲାର ଜଣେ
ନୁଆପଡା ଜିଲ୍ଲାର ଜଣେ
ସୁନ୍ଦରଗଡ ଜିଲ୍ଲାର ୩ ଜଣ
କଟକ ଜିଲ୍ଲାର ଜଣେ
କେନ୍ଦ୍ରାପଡା ଜିଲ୍ଲାର ଜଣେ
ଅନୁଗୁଳ ଜିଲ୍ଲାର ଜଣେ
ମାଲକାନଗିରି ଜିଲ୍ଲାର ଜଣେ

ମୃତକଙ୍କ ବିଷୟରେ –

୧- କେନ୍ଦୁଝର ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କା ମହିଳା ଯିଏ କି ମଧୁମେହ ମେଲିଟସ୍ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୨- ଭୁବନେଶ୍ୱରର ଜଣେ ୬୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୩- ଦେବଗଡ଼ ଜିଲ୍ଲାର ଜଣେ ୮୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୪- ନୁଆପଡା ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ।

୫- ସୁନ୍ଦରଗଡ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ଡାଇବେଟିସ୍ ମେଲିଟସ୍ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ଶେଷ ପର୍ଯ୍ୟାୟରେ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୬- ସୁନ୍ଦରଗଡ ଜିଲ୍ଲାର ଜଣେ ୪୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୭- ସୁନ୍ଦରଗଡ ଜିଲ୍ଲାର ୨୬ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୮- କଟକ ଜିଲ୍ଲାର ଜଣେ ୭୪ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ ଏବଂ CAD ରେ ମଧ୍ୟ ପୀଡିତ ଥିଲେ।

୯- କେନ୍ଦ୍ରାପଡା ଜିଲ୍ଲାର ଜଣେ ୬୪ ବର୍ଷ ବୟସ୍କ ପୁରୁଷ।

୧୦- ଅନୁଗୁଳ ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ।

୧୧- ମାଲକାନଗିରି ଜିଲ୍ଲାର ୩୦ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.