Home Coronavirus Outbreak ପୁଣି ୧୧୦ ଆକ୍ରାନ୍ତ ଚିହ୍ନଟ – ମୋଟ ୩୨୫୦ କୁ ବୃଦ୍ଧି – ଜାଣନ୍ତୁ ଆପଣଙ୍କ...

ପୁଣି ୧୧୦ ଆକ୍ରାନ୍ତ ଚିହ୍ନଟ – ମୋଟ ୩୨୫୦ କୁ ବୃଦ୍ଧି – ଜାଣନ୍ତୁ ଆପଣଙ୍କ ଜିଲ୍ଲାର ତଥ୍ୟ

591

ଭୁବନେଶ୍ୱର ୧୦-୬ (ଓଡ଼ିଆ ପୁଅ) ରାଜ୍ୟରେ ପୁଣି ୧୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ସଂଖ୍ୟା ୩୨୫୦କୁ ବୃଦ୍ଧି ପାଇଛି। ତେବେ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ ରୁ ୯୭ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୩ ଜଣ ଅଛନ୍ତି।

ଆଜି ୧୭ ଟି ଜିଲ୍ଲାରୁ ୧୧୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜଗତସିଂହପୁର ଜିଲ୍ଲାରୁ ୩୩, ରାୟଗଡ଼ା ଜିଲ୍ଲାରୁ ୪, କଟକ ଜିଲ୍ଲାରୁ ୨୦, ଝାରସୁଗୁଡ଼ା ଜିଲ୍ଲାରୁ ୧, ଖୋର୍ଦ୍ଦା ଜିଲ୍ଲାରୁ ୧୪, ନୟାଗଡ଼ ଜିଲ୍ଲାରୁ ୪, ବରଗଡ଼ ଜିଲ୍ଲାରୁ ୨, ଭଦ୍ରକ ଜିଲ୍ଲାରୁ ୧, କଳାହାଣ୍ଡି ଜିଲ୍ଲାରୁ ୪, ଗଜପତିଜିଲ୍ଲାରୁ ୧୧, ପୁରୀ ଜିଲ୍ଲାରୁ ୭, ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪, କୋରାପୁଟ ଜିଲ୍ଲାରୁ ୧, କେନ୍ଦୁଝର ଜିଲ୍ଲାରୁ ୧, ବୌଦ୍ଦ ଜିଲ୍ଲାରୁ ୧ ଏବଂ ମୋଟ ୧୮୫୪୧୦ ଜଣଙ୍କ ସ୍ୱାବ ଟେଷ୍ଟ କରାଯାଇଛି। ୨୧୩୩ ଜଣ ସୁସ୍ଥ ହୋଇଛନ୍ତି। ୧୧୦୬ ଜଣ ସକ୍ରୀୟ ଅଛନ୍ତି। ଏ ପର୍ଯ୍ୟନ୍ତ ୯ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜିଲ୍ଲାୱାରୀ ତଥ୍ୟ

ଗଞ୍ଜାମ ଜିଲ୍ଲାରେ ୬୪୯ ଜଣ ସଂକ୍ରମିତ ହୋଇଥିବା ବେଳେ ୪୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୪ ଜଣ ସକ୍ରୀୟ ଅଛନ୍ତି। ୪ ଜଣଙ୍କର ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୩୨୬ ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬ ଜଣ ସକ୍ରୀୟ ଅଛନ୍ତି।

ଖୋର୍ଦ୍ଧାଜିଲ୍ଲାରେ ରେ ୨୯୦ ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୮ ଜଣ ସକ୍ରୀୟ ଅଛନ୍ତି। ୪ ଜଣଙ୍କର ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୨୦୯ ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୧ ଜଣ ସକ୍ରୀୟ ଅଛନ୍ତି। ୧ ଜଣଙ୍କର ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୧୯୭ ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୪ ଜଣ ସକ୍ରୀୟ ଅଛନ୍ତି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୧୭୦ ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣ ସକ୍ରୀୟ ଅଛନ୍ତି।

ଭଦ୍ରକ ଜିଲ୍ଲାରେ ୧୫୨ ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨ ଜଣ ସକ୍ରୀୟ ଅଛନ୍ତି।

ଜଗତସିଂହପୁର ଜିଲ୍ଲାରେ ୧୩୦ ଜଣ ସଂକ୍ରମିତ ହୋଇଥିବା ବେଳେ ୬୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୨ ଜଣ ସକ୍ରୀୟ ଅଛନ୍ତି।

ବଲାଙ୍ଗୀର ଜିଲ୍ଲାରେ ୧୨୪ ଜଣ ସଂକ୍ରମିତ ହୋଇଥିବା ବେଳେ ୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୫ ଜଣ ସକ୍ରୀୟ ଅଛନ୍ତି।

ସୁନ୍ଦରଗଡଡ଼ ଜିଲ୍ଲାରେ ରେ ୧୧୮ ଜଣ ସଂକ୍ରମିତ ହୋଇଥିବା ବେଳେ ୬୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୩ ଜଣ ସକ୍ରୀୟ ଅଛନ୍ତି।

ପୁରୀ ଜିଲ୍ଲାରେ ୧୧୫ ଜଣ ସଂକ୍ରମିତ ହୋଇଥିବା ବେଳେ ୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮ ଜଣ ସକ୍ରୀୟ ଅଛନ୍ତି।

ନୟାଗଡ଼ ଜିଲ୍ଲାରେ ୯୭ ଜଣ ସଂକ୍ରମିତ ହୋଇଥିବା ବେଳେ ୬୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯ ଜଣ ସକ୍ରୀୟ ଅଛନ୍ତି।

ମୟୁରଭଞ୍ଜ ଜିଲ୍ଲାରେ ୮୩ ଜଣ ସଂକ୍ରମିତ ହୋଇଥିବା ବେଳେ ୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୭ ଜଣ ସକ୍ରୀୟ ଅଛନ୍ତି।

ଗଜପତିଜିଲ୍ଲାରେ ୭୨ ଜଣ ସଂକ୍ରମିତ ହୋଇଥିବା ବେଳେ ୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯ ଜଣ ସକ୍ରୀୟ ଅଛନ୍ତି।

ନୂଆପଡ଼ା ଜିଲ୍ଲାରେ ୭୨ ଜଣ ସଂକ୍ରମିତ ହୋଇଥିବା ବେଳେ ୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ ଜଣ ସକ୍ରୀୟ ଅଛନ୍ତି।

NDRF-ODRF ରେ ୬୧ ଜଣ ସଂକ୍ରମିତ ହୋଇଥିବା ବେଳେ ୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୧ ଜଣ ସକ୍ରୀୟ ଅଛନ୍ତି।

କେନ୍ଦୁଝର ଜିଲ୍ଲାରେ ୪୬ ଜଣ ସଂକ୍ରମିତ ହୋଇଥିବା ବେଳେ ୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪ ଜଣ ସକ୍ରୀୟ ଅଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୩୯ ଜଣ ସଂକ୍ରମିତ ହୋଇଥିବା ବେଳେ ୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮ ଜଣ ସକ୍ରୀୟ ଅଛନ୍ତି।

ଦେବଗଡ଼ ଜିଲ୍ଲାରେ ୩୮ ଜଣ ସଂକ୍ରମିତ ହୋଇଥିବା ବେଳେ ୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣ ସକ୍ରୀୟ ଅଛନ୍ତି।

କନ୍ଧମାଳ ଜିଲ୍ଲାରେ ୩୭ ଜଣ ସଂକ୍ରମିତ ହୋଇଥିବା ବେଳେ ୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ ଜଣ ସକ୍ରୀୟ ଅଛନ୍ତି।

କଳାହାଣ୍ଡି ଜିଲ୍ଲାରେ ୩୬ ଜଣ ସଂକ୍ରମିତ ହୋଇଥିବା ବେଳେ ୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ ଜଣ ସକ୍ରୀୟ ଅଛନ୍ତି।

ବୌଦ୍ଦ ଜିଲ୍ଲାରେ ୩୫ ଜଣ ସଂକ୍ରମିତ ହୋଇଥିବା ବେଳେ ୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣ ସକ୍ରୀୟ ଅଛନ୍ତି।

ଅନୁଗୁଳ ଜିଲ୍ଲାରେ ୩୩ ଜଣ ସଂକ୍ରମିତ ହୋଇଥିବା ବେଳେ ୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣ ସକ୍ରୀୟ ଅଛନ୍ତି।

ସୋନପୁର ଜିଲ୍ଲାରେ ୨୯ ଜଣ ସଂକ୍ରମିତ ହୋଇଥିବା ବେଳେ ୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨ ଜଣ ସକ୍ରୀୟ ଅଛନ୍ତି।

ମାଲକାନଗିରି ରେ ୨୨ ଜଣ ସଂକ୍ରମିତ ହୋଇଥିବା ବେଳେ ୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣ ସକ୍ରୀୟ ଅଛନ୍ତି।

ବରଗଡ଼ ଜିଲ୍ଲାରୁ ରେ ୧୮ ଜଣ ସଂକ୍ରମିତ ହୋଇଥିବା ବେଳେ ୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣ ସକ୍ରୀୟ ଅଛନ୍ତି।

କୋରାପୁଟ ଜିଲ୍ଲାରେ ୧୭ ଜଣ ସଂକ୍ରମିତ ହୋଇଥିବା ବେଳେ ୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣ ସକ୍ରୀୟ ଅଛନ୍ତି।

ସମ୍ବଲପୁର ଜିଲ୍ଲାରେ ୧୭ ଜଣ ସଂକ୍ରମିତ ହୋଇଥିବା ବେଳେ ୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣ ସକ୍ରୀୟ ଅଛନ୍ତି।

ଝାରସୁଗୁଡ଼ା ଜିଲ୍ଲାରେ ୯ ଜଣ ସଂକ୍ରମିତ ହୋଇଥିବା ବେଳେ ୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣ ସକ୍ରୀୟ ଅଛନ୍ତି।

ରାୟଗଡ଼ା ଜିଲ୍ଲାରେ ୭ ଜଣ ସଂକ୍ରମିତ ହୋଇଥିବା ବେଳେ ୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣ ସକ୍ରୀୟ ଅଛନ୍ତି।

ନବରଙ୍ଗପୁର ଜିଲ୍ାରୁ ୨ ଜଣ ସଂକ୍ରମିତ ହୋଇଥିବା ବେଳେ ୨ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.