Home Coronavirus Outbreak ରାଜ୍ୟରେ ପୁଣି କରୋନା ନେଲା ୧୨ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୪୮୨ କୁ ବୃଦ୍ଧି

ରାଜ୍ୟରେ ପୁଣି କରୋନା ନେଲା ୧୨ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୪୮୨ କୁ ବୃଦ୍ଧି

116

ଭୁବନେଶ୍ୱର ୩୦-୮ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୧୨ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୪୮୨ କୁ ବୃଦ୍ଧି ପାଇଛି।
ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।
ଖୋର୍ଦ୍ଧା ଜିଲ୍ଲାରୁ ଜଣେ
କଟକ ଜିଲ୍ଲାରୁ ଜଣେ
ଗଞ୍ଜାମ ଜିଲ୍ଲାରୁ ୪ ଜଣ
ଯାଜପୁର ଜିଲ୍ଲାରୁ ଜଣେ
ମାଲକାନଗିରି ଜିଲ୍ଲାରୁ ଜଣେ
ନବରଙ୍ଗପୁର ଜିଲ୍ଲାରୁ ଜଣେ
ପୁରୀ ଜିଲ୍ଲାରୁ ଜଣେ
ରାୟଗଡା ଜିଲ୍ଲାରୁ ଜଣେ
ସୁନ୍ଦରଗଡ ଜିଲ୍ଲାରୁ ଜଣେ
ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୧୨ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- ଭୁବନେଶ୍ୱରର ୫୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୨- କଟକ ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୩- ଗଞ୍ଜାମର ଜଣେ ୩୫ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୪- ଗଞ୍ଜାମର ୩୦ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୫- ଗଞ୍ଜାମର ଜଣେ ୬୫ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପ ଏବଂ ହାଇପରଥାଇରଏଡିଜିମ୍ ରୋଗରେ ପୀଡିତ ଥିଲେ।

୬- ଗଞ୍ଜାମ ଜିଲ୍ଲାର ୫୦ ବର୍ଷ ବୟସ୍କ ପୁରୁଷ।

୭- ଯାଜପୁର ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୮- ମାଲକାନଗିରି ଜିଲ୍ଲାର ୫୯ ବର୍ଷ ବୟସ୍କ ପୁରୁଷ।

୯- ନବରଙ୍ଗପୁର ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ବ୍ରୋଙ୍କିଆଲ୍ ଆଜମା ରୋଗରେ ପୀଡିତ ଥିଲେ।

୧୦- ପୁରୀ ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଡିସମ୍ପେନ୍ସେଟେଡ୍ କ୍ରୋନିକ୍ ଲିଭର ରୋଗରେ ପୀଡିତ ଥିଲେ।

୧୧- ରାୟଗଡା ଜିଲ୍ଲାର ୭୦ ବର୍ଷ ବୟସ୍କ ପୁରୁଷ।

୧୨- ସୁନ୍ଦରଗଡ ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ସେରେବ୍ରୋଭାସ୍କୁଲାର ଦୁର୍ଘଟଣା ଏବଂ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.