Home Coronavirus Outbreak ରାଜ୍ୟରେ ରେକର୍ଡ଼ – ପୁଣି କରୋନା ନେଲା ୧୨ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୨୫୯...

ରାଜ୍ୟରେ ରେକର୍ଡ଼ – ପୁଣି କରୋନା ନେଲା ୧୨ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୨୫୯ କୁ ବୃଦ୍ଧି

166

ଭୁବନେଶ୍ୱର ୮-୮ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୧୨ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୨୫୯ କୁ ବୃଦ୍ଧି ପାଇଛି।

ବାଲେଶ୍ୱର, ବରଗଡ଼, ଗଜପତି, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଖୋର୍ଦ୍ଧା, ଗଞ୍ଜାମ, କନ୍ଧମାଳ ଏବଂ କେନ୍ଦୁଝର ଜିଲ୍ଲାରୁ ୨ ଜଣ ଲେଖାଏଁ ବ୍ୟକେତିଙ୍କର ମୃତ୍ୟୁ ହୋଇଛି।

ଅନ୍ୟ କାରଣରୁ ତିନିଜଣଙ୍କର ମୃତ୍ୟୁ ହୋଇଛି। ବାଲେଶ୍ୱର, ମୟୁରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ଅନ୍ୟ କାରଣରୁ ମୃତ୍ୟୁ ସଂଖ୍ୟା ୪୮ କୁ ବୃଦ୍ଧି ପାଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଚିକିତ୍ସିତ ହେଉଥିବା ବେଳେ ୧୨ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- ବରଗଡ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୨- ସୁନ୍ଦରଗଡ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୩- ଭୁବନେଶ୍ୱରର ଜଣେ ୬୭ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ, ପାର୍କିନ୍ସନ୍ଜିମ୍, ବେନିନ୍ ପ୍ରୋଷ୍ଟାଟିକ୍ ହାଇପରପ୍ଲାସିଆରେ ମଧ୍ୟ ପୀଡିତ ଥିଲେ।
୪- ବାଲେଶ୍ୱର ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୫- କନ୍ଧମାଳ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୬- କନ୍ଧମାଳ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୭- କେନ୍ଧୁଝର ଜିଲ୍ଲାର ଜଣେ ୭୯ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ଆଟ୍ରିଆଲ୍ ଫାଇବ୍ରିଲେସନ୍ରେ ମଧ୍ୟ ପୀଡିତ ଥିଲେ।

୮- ଗଜପତି ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ଇସକେମିକ୍ ହୃଦ୍ ରୋଗରେ ପୀଡିତ ଥିଲେ।

୯- ଗଞ୍ଜାମ ଜିଲ୍ଲାର ଜଣେ ୬୧ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୦- କେନ୍ଦଝର ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କରୋନାରୀ ଧମନୀ ରୋଗରେ ମଧ୍ୟ ପୀଡିତ ଥିଲେ।
୧୧- ଭୁବନେଶ୍ୱରର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରୋନିକ୍ ଅବଷ୍ଟ୍ରକ୍ଟିଭ୍ ଫୁସଫୁସ ରୋଗରେ ମଧ୍ୟ ପୀଡିତ ଥିଲେ।

୧୨- ଗଞ୍ଜାମ ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ UTI ରୋଗରେ ମଧ୍ୟ ପୀଡିତ ଥିଲେ।

ଜିଲ୍ଲାୱାରୀ ତଥ୍ୟ –

ବାଲେଶ୍ୱର ଜିଲ୍ଲାରେ ୧, ୩୧୮ [+୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧୨ [+୭୧] ଜଣ ସକ୍ରୀୟ ଅଛନ୍ତି। ୮୯୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ [+୧] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲାରେ ୫୮୩ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୨ [+୬] ଜଣ ସକ୍ରୀୟ ଅଛନ୍ତି। ୩୮୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲାରେ ୧, ୯୦୪ [+୩୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮୮ [+୩୪] ଜଣ ସକ୍ରୀୟ ଅଛନ୍ତି। ୧, ୨୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୧୨, ୬୩୩ [+୨୭୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୮୮୯ [+୨୭୨] ଜଣ ସକ୍ରୀୟ ଅଛନ୍ତି। ୯, ୬୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୫ [+୨]  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୮୪୦ [+୫୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯୩ [+୫୦] ଜଣ ସକ୍ରୀୟ ଅଛନ୍ତି। ୪୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୧, ୦୧୧ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୬ [+୧] ଜଣ ସକ୍ରୀୟ ଅଛନ୍ତି। ୭୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୬, ୧୦୩ [+୨୭୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୨୪୪ [+୨୭୧] ଜଣ ସକ୍ରୀୟ ଅଛନ୍ତି। ୨, ୮୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୯ [+୧] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୮୬୧ [+୩୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬୩ [+୩୮] ଜଣ ସକ୍ରୀୟ ଅଛନ୍ତି। ୫୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ [+୧] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲାରେ ୨, ୧୧୦ [+୧୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୭୨୬ [+୧୧୭] ଜଣ ସକ୍ରୀୟ ଅଛନ୍ତି। ୧, ୩୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.