Home Coronavirus Outbreak ଆଜି ପୁଣି ୧୪୬ କରୋନା ଆକ୍ରାନ୍ତ ଚିହ୍ନଟ : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଆଜି ପୁଣି ୧୪୬ କରୋନା ଆକ୍ରାନ୍ତ ଚିହ୍ନଟ : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

744

ଭୁବନେଶ୍ୱର ୮-୬ (ଓଡ଼ିଆ ପୁଅ) ଆଜି ପୁଣି ୧୪୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଥିବା ବେଳେ ୧୯ ଜଣ ସ୍ଥାନୀୟ ଅଞ୍ଚଳର।
ତେବେ ଆଜି ୧୭ଟି ଜିଲ୍ଲା ଏବଂ NDRF-ODRF ରୁ ଚିହ୍ନଟ ହୋଇଥିବା ୧୪୬ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୧୮ଜଣ, ଯାଜପୁର ଜିଲ୍ଲାରୁ ଜଣେ, ଖୋର୍ଦ୍ଧାଜିଲ୍ଲାରୁ ୧୯ଜଣ, ବାଲେଶ୍ୱର ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୮ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, NDRF-ODRFରୁ ୬୧ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୧ଜଣ, ଦେବଗଡ଼ ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, ମାଲକାନଗିରି ୧ଜଣ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୬ ଜଣ, କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୨୭ ଜଣ ଏବଂ ୧୯ଜଣ ସ୍ଥାନୀୟ ଅଞ୍ଚଳରୁ ବୋଲି ସୂଚନା ମିଳିଛି।

୧୮୨୩୮୪ ଜଣଙ୍କର ସ୍ୱାବ ଟେଷ୍ଟ ହୋଇଛି। ତେବେ ମୋଟ ୩୧୪୦ ଜଣଙ୍କ ଏପର୍ଯ୍ୟନ୍ତ ପଜିଟିଭ୍ ଆସିଥିବା ବେଳେ, ୧୯୯୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଏବଂ ଜଣ ସକ୍ରୀୟ ୧୧୩୬ ବିଭିନ୍ନ କୋଭିଜ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ସେହିପରି ୯ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ଦୁଇ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି।

ଜିଲ୍ଲାୱାରୀ ରିପୋର୍ଟ

ଗଞ୍ଜାମ ଜିଲ୍ଲାରେ ୬୪୯ ଜଣ ସଂକ୍ରମିତ ହୋଇଥିବା ବେଳେ ୪୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୬ ଜଣ ସକ୍ରୀୟ ଅଛନ୍ତି। ୪ ଜଣଙ୍କର ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୩୨୬ ଜଣ ସଂକ୍ରମିତ ହୋଇଥିବା ବେଳେ ୨୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୭ ଜଣ ସକ୍ରୀୟ ଅଛନ୍ତି।

ଖୋର୍ଦ୍ଧା ରେ ୨୭୬ ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୫ ଜଣ ସକ୍ରୀୟ ଅଛନ୍ତି। ୪ ଜଣଙ୍କର ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୧୯୭ ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬ ଜଣ ସକ୍ରୀୟ ଅଛନ୍ତି।

କଟକ ଜିଲ୍ଲାରେ ୧୮୯ ଜଣ ସଂକ୍ରମିତ ହୋଇଥିବା ବେଳେ ୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୫ ଜଣ ସକ୍ରୀୟ ଅଛନ୍ତି। ୧ ଜଣଙ୍କର ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୧୬୯ ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ ଜଣ ସକ୍ରୀୟ ଅଛନ୍ତି।

ଭଦ୍ରକ ଜିଲ୍ଲାରେ ୧୫୧ ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮ ଜଣ ସକ୍ରୀୟ ଅଛନ୍ତି।

ବଲାଙ୍ଗୀର ଜିଲ୍ଲାରେ ୧୨୩ ଜଣ ସଂକ୍ରମିତ ହୋଇଥିବା ବେଳେ ୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୧ ଜଣ ସକ୍ରୀୟ ଅଛନ୍ତି।

ସୁନ୍ଦରଗଡ଼ଜିଲ୍ଲାରେ ୧୧୮ ଜଣ ସଂକ୍ରମିତ ହୋଇଥିବା ବେଳେ ୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୧ ଜଣ ସକ୍ରୀୟ ଅଛନ୍ତି।

ପୁରୀ ଜିଲ୍ଲାରେ ୧୦୮ ଜଣ ସଂକ୍ରମିତ ହୋଇଥିବା ବେଳେ ୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ ଜଣ ସକ୍ରୀୟ ଅଛନ୍ତି।

ଜଗତସିଂହପୁର ଜିଲ୍ଲାରେ ୯୭ ଜଣ ସଂକ୍ରମିତ ହୋଇଥିବା ବେଳେ ୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୦ ଜଣ ସକ୍ରୀୟ ଅଛନ୍ତି।

ନୟାଗଡ଼ ଜିଲ୍ଲାରେ ୯୩ ଜଣ ସଂକ୍ରମିତ ହୋଇଥିବା ବେଳେ ୬୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫ ଜଣ ସକ୍ରୀୟ ଅଛନ୍ତି।

ମୟୁରଭଞ୍ଜ ଜିଲ୍ଲାରେ ୭୯ ଜଣ ସଂକ୍ରମିତ ହୋଇଥିବା ବେଳେ ୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୩ ଜଣ ସକ୍ରୀୟ ଅଛନ୍ତି।

ନୂଆପଡ଼ା ଜିଲ୍ଲାରେ ୭୨ ଜଣ ସଂକ୍ରମିତ ହୋଇଥିବା ବେଳେ ୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୬ ଜଣ ସକ୍ରୀୟ ଅଛନ୍ତି।

ଗଜପତିଜିଲ୍ଲାରେ ୬୧ ଜଣ ସଂକ୍ରମିତ ହୋଇଥିବା ବେଳେ ୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮ ଜଣ ସକ୍ରୀୟ ଅଛନ୍ତି।

NDRF-ODRF ରେ ୬୧ ଜଣ ସଂକ୍ରମିତ ହୋଇଥିବା ବେଳେ ୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୧ ଜଣ ସକ୍ରୀୟ ଅଛନ୍ତି।

କେନ୍ଦୁଝର ଜିଲ୍ଲାରେ ୪୫ ଜଣ ସଂକ୍ରମିତ ହୋଇଥିବା ବେଳେ ୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ ଜଣ ସକ୍ରୀୟ ଅଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୩୯ ଜଣ ସଂକ୍ରମିତ ହୋଇଥିବା ବେଳେ ୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ ଜଣ ସକ୍ରୀୟ ଅଛନ୍ତି।

ଦେବଗଡ଼ ଜିଲ୍ଲାରେ ୩୮ ଜଣ ସଂକ୍ରମିତ ହୋଇଥିବା ବେଳେ ୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣ ସକ୍ରୀୟ ଅଛନ୍ତି।

କନ୍ଧମାଳ ଜିଲ୍ଲାରେ ୩୭ ଜଣ ସଂକ୍ରମିତ ହୋଇଥିବା ବେଳେ ୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ ଜଣ ସକ୍ରୀୟ ଅଛନ୍ତି।

ବୌଦ୍ଦ ଜିଲ୍ଲାରେ ୩୪ ଜଣ ସଂକ୍ରମିତ ହୋଇଥିବା ବେଳେ ୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣ ସକ୍ରୀୟ ଅଛନ୍ତି।

ଅନୁଗୁଳ ଜିଲ୍ଲାରେ ୩୩ ଜଣ ସଂକ୍ରମିତ ହୋଇଥିବା ବେଳେ ୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣ ସକ୍ରୀୟ ଅଛନ୍ତି।

କଳାହାଣ୍ଡି ଜିଲ୍ଲାରେ ୩୨ ଜଣ ସଂକ୍ରମିତ ହୋଇଥିବା ବେଳେ ୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ ଜଣ ସକ୍ରୀୟ ଅଛନ୍ତି।

ସୋନପୁର ଜିଲ୍ଲାରେ ୨୯ ଜଣ ସଂକ୍ରମିତ ହୋଇଥିବା ବେଳେ ୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨ ଜଣ ସକ୍ରୀୟ ଅଛନ୍ତି।

ମାଲକାନଗିରି ରେ ୨୨ ଜଣ ସଂକ୍ରମିତ ହୋଇଥିବା ବେଳେ ୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣ ସକ୍ରୀୟ ଅଛନ୍ତି।

ସମ୍ବଲପୁର ଜିଲ୍ଲାରେ ୧୭ ଜଣ ସଂକ୍ରମିତ ହୋଇଥିବା ବେଳେ ୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣ ସକ୍ରୀୟ ଅଛନ୍ତି।

ବଗରଡ଼ଜିଲ୍ଲାରେ ୧୬ ଜଣ ସଂକ୍ରମିତ ହୋଇଥିବା ବେଳେ ୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣ ସକ୍ରୀୟ ଅଛନ୍ତି।

କୋରାପୁଟ ଜିଲ୍ଲାରେ ୧୬ ଜଣ ସଂକ୍ରମିତ ହୋଇଥିବା ବେଳେ ୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣ ସକ୍ରୀୟ ଅଛନ୍ତି।

ଝାରସୁଗୁଡ଼ା ଜିଲ୍ଲାରେ ୮ ଜଣ ସଂକ୍ରମିତ ହୋଇଥିବା ବେଳେ ୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣ ସକ୍ରୀୟ ଅଛନ୍ତି।

ରାୟଗଡ଼ା ଜିଲ୍ଲାରେ ୩ ଜଣ ସଂକ୍ରମିତ ହୋଇଥିବା ବେଳେ ୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣ ସକ୍ରୀୟ ଅଛନ୍ତି।

ନବରଙ୍ଗପୁରଜିଲ୍ଲାରେ ୨ ଜଣ ସଂକ୍ରମିତ ହୋଇଥିବା ବେଳେ ୨ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.