ad
Coronavirus Outbreak

ରାଜ୍ୟରେ ଆଜି କୋରନା ନେଲା ୧୫ ମୁଣ୍ଡ- ମୋଟ ମୃତକଙ୍କ ସଂଖ୍ୟା ୧୦୭୨ କୁ ବୃଦ୍ଧି

ଭୁବନେଶ୍ୱର ୧୪-୧୦ (ଓଡ଼ିଆ ପୁଅ) ରାଜ୍ୟରେ ଆଜି କୋରନା ନେଲା ୧୫ ମୁଣ୍ଡ। ମୋଟ ମୃତକଙ୍କ ସଂଖ୍ୟା ୧୦୭୨ କୁ ବୃଦ୍ଧି ପାଇଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।
ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ
ବୌଦ୍ଧ ଜିଲ୍ଲାର ଜଣେ
ଭୁବନେଶ୍ୱରର ଜଣେ
କଳାହାଣ୍ଡି ଜିଲ୍ଲାର ଜଣେ
ରାୟଗଡା ଜିଲ୍ଲାର ଜଣେ
ଗଞ୍ଜାମ ଜିଲ୍ଲାର ଜଣେ
କେନ୍ଦ୍ରାପଡା ଜିଲ୍ଲାର ଜଣେ
କନ୍ଧମାଳ ଜିଲ୍ଲାର ଜଣେ
ମୟୁରଭଞ୍ଜ ଜିଲ୍ଲାର
ପୁରୀ ଜିଲ୍ଲାର ଜଣେ
ସୁନ୍ଦରଗଡ ଜିଲ୍ଲାର ଜଣେ
କଟକ ଜିଲ୍ଲାର ୩ ଜଣ
ଯାଜପୁର ଜିଲ୍ଲାର ଜଣେ
ବାଲେଶ୍ୱର ଜିଲ୍ଲାର ଜଣେ

ମୃତକଙ୍କ ବିଷୟରେ

୧- ବୌଦ୍ଧ ଜିଲ୍ଲାର ଜଣେ ୭୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୨- ଭୁବନେଶ୍ୱରର ଜଣେ ୫୮ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।
୩- କଳାହାଣ୍ଡି ଜିଲ୍ଲାର ୬୫ ବର୍ଷ ବୟସ୍କା ମହିଳା।
୪- ରାୟଗଡା ଜିଲ୍ଲାର ଜଣେ ୭୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।
୫- ଗଞ୍ଜାମ ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।
୬- କେନ୍ଦ୍ରାପଡାର ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।
୭- କନ୍ଧମାଳ ଜିଲ୍ଲାର ଜଣେ ୬୮ ବର୍ଷ ବୟସ୍କ ପୁରୁଷ।
୮- ମୟୁରଭଞ୍ଜ ଜିଲ୍ଲାର ୨୫ ବର୍ଷ ବୟସ୍କା ମହିଳା।
୯- ପୁରୀ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୧୦- ସୁନ୍ଦରଗଡ ଜିଲ୍ଲାର ଜଣେ ୭୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୧୧- କଟକ ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୧୨- କଟକ ଜିଲ୍ଲାର ଜଣେ ୬୪ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ହାଇପୋଥାଇରଏଡିଜିମ୍ ରୋଗରେ ପୀଡିତ ଥିଲେ।
୧୩- କଟକ ଜିଲ୍ଲାର ୬୨ ବର୍ଷ ବୟସ୍କ ପୁରୁଷ।
୧୪- ଯାଜପୁର ଜିଲ୍ଲାର ଜଣେ ୪୭ ବର୍ଷ ବୟସ୍କା ମହିଳା।
୧୫- ବାଲେଶ୍ୱର ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କ ପୁରୁଷ।

Loading...
ad
Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

To Top