Home Coronavirus Outbreak ଆଜି ରାଜ୍ୟରେ କରୋନା ନେଲା ୧୫ ମୁଣ୍ଡ – ମୋଟ ମୃତକ ୯୦୭

ଆଜି ରାଜ୍ୟରେ କରୋନା ନେଲା ୧୫ ମୁଣ୍ଡ – ମୋଟ ମୃତକ ୯୦୭

112

ଭୁବନେଶ୍ୱର ୪-୧୦ (ଓଡ଼ିଆ ପୁଅ) ଆଜି ରାଜ୍ୟରେ କରୋନା ନେଲା ୧୫ ମୁଣ୍ଡ। ମୋଟ ମୃତକଙ୍କ ସଂଖ୍ୟା ୯୦୭ କୁ ବୃଦ୍ଧି ପାଇଛି। ଏ ନେଇ ସ୍ୱାସ୍ଥ୍ୟ ବ୍ଭାଗ ସୂଚନା ଦେଇଛି।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ
ବୌଦ୍ଦ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୨ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

କଟକ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୭୭ [ଆଜି ୩ ଜଣଙ୍କ ମୃତ୍ୟୁ ହୋଇଛି]

ଢେଙ୍କାନାଳ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୧୦ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

ଜଗତସିଂହପୁର ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୧୩ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

କେନ୍ଦ୍ରାପଡ଼ା ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୧୩ [ଆଜି ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

କେନ୍ଦୁଝର ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୧୧ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

ଖୋର୍ଦ୍ଦା ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୧୪୯ [ଆଜି ୩ ଜଣଙ୍କ ମୃତ୍ୟୁ ହୋଇଛି]

କୋରାପୁଟ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୧୧ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

ମାଲକାନଗିରି ରୁ ମୋଟ ମୃତକଙ୍କ ସଂଖ୍ୟା ୧୨ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

ସମ୍ବଲପୁର ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୨୩ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

ମୃତକଙ୍କ ବିଷୟରେ –

୧- ଭୁବନେଶ୍ୱରର ଜଣେ ୪୭ ବର୍ଷ ବୟସ୍କା ମହିଳା ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୨- ଭୁବନେଶ୍ୱରର ୬୩ ବର୍ଷ ବୟସ୍କ ପୁରୁଷ।

୩- ବୌଦ୍ଧ ଜିଲ୍ଲାର ଜଣେ ୭୧ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୪- କଟକ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୫- କଟକ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଏହି ରୋଗରେ ପୀଡିତ ଥିଲେ।

୬- କଟକ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା।

୭- ଢ଼େଙ୍କାନାଳ ଜିଲ୍ଲାର ୭୦ ବର୍ଷ ବୟସ୍କ ପୁରୁଷ।

୮- ଜଗତସିଂହପୁର ଜିଲ୍ଲାର ୪୮ ବର୍ଷ ବୟସ୍କ ପୁରୁଷ।

୯- କେନ୍ଦ୍ରାପଡା ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗ, ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୦- କେନ୍ଦ୍ରାପଡା ଜିଲ୍ଲାର ଜଣେ ୮୫ ବର୍ଷ ବୟସ୍କ ପୁରୁଷ।

୧୧- କେନ୍ଦୁଝର ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କା ମହିଳା ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୧୨- ଖୋର୍ଧା ଜିଲ୍ଲାର ଜଣେ ୭୪ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୩- କୋରାପୁଟ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କା ମହିଳା।

୧୪- ମାଲକାନଗିରି ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୧୫- ସମ୍ବଲପୁର ଜିଲ୍ଲାର ଜଣେ ୭୩ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.