Home Coronavirus Outbreak କରୋନା ନେଲା ୧୫ ମୁଣ୍ଡ – ମୋଟ ମୃତ୍ୟୁ ସଂଖ୍ୟା ୭୩୬

କରୋନା ନେଲା ୧୫ ମୁଣ୍ଡ – ମୋଟ ମୃତ୍ୟୁ ସଂଖ୍ୟା ୭୩୬

66

ଭୁବନେଶ୍ୱର ୨୩-୯ (ଓଡ଼ିଆ ପୁଅ) ଓଡ଼ିଶାରେ କରୋନା ନେଇଛି ୧୫ ମୁଣ୍ଡ। ମୋଟ ମୃତ୍ୟୁ ସଂଖ୍ୟା ୭୩୬ କୁ ବୃଦ୍ଧି ପାଇଛି। ଏ ନେଇ ଓଡ଼ିଶା ସରକାରଙ୍କର ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି। ତେବେ ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ମୃତ –

ବାଲେଶ୍ୱର ଜିଲ୍ଲାରୁ ଜଣେ,
ଭୁବନେଶ୍ୱରରୁ ୪ ଜଣ,
କଟକ ଜିଲ୍ଲାରୁ ଜଣେ,
ଢ଼େଙ୍କାନାଳ ଜିଲ୍ଲାରୁ ଜଣେ,
କନ୍ଧମାଳ ଜିଲ୍ଲାରୁ ଜଣେ,
ମାଲକାନଗିରି ଜିଲ୍ଲାରୁ ଜଣେ,
ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ,
ନୟାଗଡ଼ ଜିଲ୍ଲାରୁ ଜଣେ,
ନୁଆପଡା ଜିଲ୍ଲାରୁ ଜଣେ,
ପୁରୀ ଜିଲ୍ଲାରୁ ୨ ଜଣ

କରୋନାରେ ଚିକିତ୍ସିତ ହେଉଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି।

୧- ବାଲେଶ୍ୱର ଜିଲ୍ଲାର ୫୧ ବର୍ଷ ବୟସ୍କ ପୁରୁଷ।

୨- ଭୁବନେଶ୍ୱରର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୩- ଭୁବନେଶ୍ୱରର ଜଣେ ୩୫ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୪- ଭୁବନେଶ୍ୱରର ଜଣେ ୪୨ ବର୍ଷ ବୟସ୍କ ପୁରୁଷ।

୫- ଭୁବନେଶ୍ୱରର ୭୦ ବର୍ଷ ବୟସ୍କ ପୁରୁଷ।

୬- କଟକ ଜିଲ୍ଲାର ଜଣେ ୬୭ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ରିମାଟଏଡ୍ ଆର୍ଥ୍ରାଇଟିସରେ ପୀଡିତ ଥିଲେ।

୭- ଢ଼େଙ୍କାନାଳ ଜିଲ୍ଲାର ୭୨ ବର୍ଷ ବୟସ୍କ ପୁରୁଷ।

୮- କନ୍ଧମାଳ ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୯- ମାଲକାନଗିରି ଜିଲ୍ଲାର ୪୧ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୧୦- ମୟୁରଭଞ୍ଜ ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୧୧- ମୟୁରଭଞ୍ଜ ଜିଲ୍ଲାର ୭୪ ବର୍ଷ ବୟସ୍କ ପୁରୁଷ।

୧୨- ନୟାଗଡ଼ ଜିଲ୍ଲାର ଜଣେ ୭୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୩- ନୁଆପଡା ଜିଲ୍ଲାର ଜଣେ ୩୭ ବର୍ଷ ବୟସ୍କ ପୁରୁଷ।

୧୪- ପୁରୀ ଜିଲ୍ଲାର ୭୨ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୧୫- ପୁରୀ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.