Home Coronavirus Outbreak ଆଜି କରୋନା ନେଲା ମୁଣ୍ଡ- ମୃତକଙ୍କ ସଂଖ୍ୟା କୁ ବୃଦ୍ଧି

ଆଜି କରୋନା ନେଲା ମୁଣ୍ଡ- ମୃତକଙ୍କ ସଂଖ୍ୟା କୁ ବୃଦ୍ଧି

69

ଭୁବନେଶ୍ୱର ୨୫-୧୦ (ଓଡ଼ିଆ ପୁଅ) ଆଜି କରୋନା ନେଲା ୧୬ ମୁଣ୍ଡ। ମୃତକଙ୍କ ସଂଖ୍ୟା ୧୨୪୫ କୁ ବୃଦ୍ଧି ପାଇଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ଟ୍ୱିଟ କରି ସୂଚନା ଦେଇଛି।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ଗଞ୍ଜାମ ଜିଲ୍ଲାର ଜଣେ
ଭୁବନେଶ୍ୱରର ୨ ଜଣ
ଢେଙ୍କାନାଳ ଜିଲ୍ଲାର ୨ଜଣ
ଅନୁଗୁଳ ଜିଲ୍ଲାର ୨ ଜଣ
ସୁନ୍ଦରଗଡ ଜିଲ୍ଲାର ୨ ଜଣ
ମାଲକାନଗିରି ଜିଲ୍ଲାର ଜଣେ
ପୁରୀ ଜିଲ୍ଲାର ଜଣେ
କେନ୍ଦୁଝର ଜିଲ୍ଲାର ଜଣେ
ଗଜପତି ଜିଲ୍ଲାର ଜଣେ
ବାଲେଶ୍ୱର ଜିଲ୍ଲାର ୨ ଜଣ
ବରଗଡ ଜିଲ୍ଲାର ଜଣେ
ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ମୃତକଙ୍କ ବିଷୟରେ –
୧- ଗଞ୍ଜାମ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ମଧୁମେହ ରୋଗରେ ପୀଡିତ ଥିଲେ।

୨- ଭୁବନେଶ୍ୱରର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏକି CKD ରେ ପୀଡିତ ଥିଲେ।

୩- ଢେଙ୍କାନାଳ ଜିଲ୍ଲାର ଜଣେ ୪୦ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପ ଏବଂ ମଧୁମେହ ରୋଗରେ ପୀଡିତ ଥିଲେ।

୪- ଢେଙ୍କାନାଳ ଜିଲ୍ଲାର ଜଣେ ୪୬ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପ ଏବଂ ମଧୁମେହ ରୋଗରେ ପୀଡିତ ଥିଲେ।

୫- ଅନୁଗୁଳ ଜିଲ୍ଲାର ୪୫ ବର୍ଷ ବୟସ୍କା ମହିଳା।

୬- ଅନୁଗୁଳ ଜିଲ୍ଲାର ଜଣେ ୬୭ ବର୍ଷ ବୟସ୍କ ପୁରୁଷ ଯିଏ କନଜେଟିଭ୍ ହେପାଟୋପାଥିରେ ପୀଡିତ ଥିଲେ।

୭- ସୁନ୍ଦରଗଡ ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏ ସୋରିୟାସିସ୍, HTN, IHD ରେ ମଧ୍ୟ ପୀଡିତ ଥିଲେ।

୮- ସୁନ୍ଦରଗଡ ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ ଯିଏକି ମଲ୍ଟି ଅର୍ଗାନ ଡିସଫଙ୍କସନରେ ପୀଡିତ ଥିଲେ।

୯- ମାଲକାନଗିରି ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ମଧୁମେହ ରୋଗରେ ପୀଡିତ ଥିଲେ।

୧୦- ଭୁବନେଶ୍ୱରର ଜଣେ ୫୦ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପ ଏବଂ ମଧୁମେହ ରୋଗରେ ପୀଡିତ ଥିଲେ।

୧୧- ପୁରୀ ଜିଲ୍ଲାର ୮୨ ବର୍ଷ ବୟସ୍କ ପୁରୁଷ।

୧୨- କେନ୍ଦୁଝର ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପ ଏବଂ ମଧୁମେହ ରୋଗରେ ପୀଡିତ ଥିଲେ।

୧୩- ଗଜପତି ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୧୪- ବାଲେଶ୍ୱର ଜିଲ୍ଲାର ଜଣେ ୬୬ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ମଧୁମେହ ରୋଗରେ ପୀଡିତ ଥିଲେ।

୧୫- ବାଲେଶ୍ୱର ଜିଲ୍ଲାର ଜଣେ ୪୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୧୬- ବରଗଡ ଜିଲ୍ଲାର ଜଣେ ୬୭ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ମଧୁମେହ ରୋଗରେ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.