Home ଅନୁଗୁଳ ରାଜ୍ୟରେ ଆଜି କରୋନା ନେଲା ୧୬ ମୁଣ୍ଡ – ମୋଟ ମୃତକଙ୍କ ସଂଖ୍ୟା ୧୪୪୧ କୁ...

ରାଜ୍ୟରେ ଆଜି କରୋନା ନେଲା ୧୬ ମୁଣ୍ଡ – ମୋଟ ମୃତକଙ୍କ ସଂଖ୍ୟା ୧୪୪୧ କୁ ବୃଦ୍ଧି

36

ଭୁବନେଶ୍ୱର ୯-୧୧ (ଓଡ଼ିଆ ପୁଅ) ରାଜ୍ୟରେ ଆଜି କରୋନା ନେଇଛି ୧୬ ମୁଣ୍ଡ। ମୋଟ ମୃତକଙ୍କ ସଂଖ୍ୟା ୧୪୪୧ କୁ ବୃଦ୍ଧି ପାଇଛି।
ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଜଣ –
ବାଲେଶ୍ୱର ଜିଲ୍ଲାର ଜଣେ
ବରଗଡ ଜିଲ୍ଲାର ଜଣେ
ଖୋର୍ଦ୍ଧା ଜିଲ୍ଲାର ୩ ଜଣ (ଭୁବନେଶ୍ୱରର ୨ ଜଣ)
ବୌଦ୍ଧ ଜିଲ୍ଲାର ଜଣେ
କଟକ ଜିଲ୍ଲାର ଜଣେ
ଯାଜପୁର ଜିଲ୍ଲାର ଜଣେ
କେନ୍ଦୁଝର ଜିଲ୍ଲାର ୩ ଜଣ
ମୟୁରଭଞ୍ଜ ଜିଲ୍ଲାର ଜଣେ
ନୟାଗଡ଼ ଜିଲ୍ଲାର ଜଣେ
ସମ୍ବଲପୁର ଜିଲ୍ଲାର ୨ ଜଣ
ସୁନ୍ଦରଗଡ଼ ଜିଲ୍ଲାର ଜଣେ (ରାଉରକେଲାର)

ମୃତକଙ୍କ ବିଷୟରେ –

୧- ବାଲେଶ୍ୱର ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୨- ବରଗଡ ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କ ପୁରୁଷ।

୩- ଭୁବନେଶ୍ୱରର ଜଣେ ୫୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ, ଉଚ୍ଚ ରକ୍ତଚାପ ଏବଂ ମାନସିକ ରୋଗରେ ପୀଡିତ ଥିଲେ।

୪- ଭୁବନେଶ୍ୱରର ୬୨ ବର୍ଷ ବୟସ୍କ ପୁରୁଷ।

୫- ବୌଦ୍ଧ ଜିଲ୍ଲାର ଜଣେ ୬୪ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୬- କଟକ ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୭- ଯାଜପୁର ଜିଲ୍ଲାର ଜଣେ ୪୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୮- କେନ୍ଦୁଝର ଜିଲ୍ଲାର ୫୫ ବର୍ଷ ବୟସ୍କ ପୁରୁଷ।

୯- କେନ୍ଦୁଝର ଜିଲ୍ଲାର ଜଣେ ୩୮ ବର୍ଷ ବୟସ୍କ ପୁରୁଷ।

୧୦- କେନ୍ଦୁଝର ଜିଲ୍ଲାର ୮୦ ବର୍ଷ ବୟସ୍କା ମହିଳା।

୧୧- ଖୋର୍ଦ୍ଧା ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୨- ମୟୁରଭଞ୍ଜ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୩- ନୟାଗଡ଼ ଜିଲ୍ଲାର ଜଣେ ୫୧ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୪- ସମ୍ବଲପୁର ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ।

୧୫- ସମ୍ବଲପୁର ଜିଲ୍ଲାର ଜଣେ ୯୦ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୧୬- ରାଉରକେଲା ର ୪୫ ବର୍ଷ ବୟସ୍କ ପୁରୁଷ ଯିଏ ଡାଇବେଟିସ୍ ମେଲିଟସ୍, ପୋଷ୍ଟ ରେନାଲ୍ ଟ୍ରାନ୍ସପ୍ଲାଣ୍ଟ ସହିତ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.