Odiapua.com

ରାଜ୍ୟରେ ଆଜି କରୋନା ନେଲା ୧୬ ମୁଣ୍ଡ – ମୋଟ ମୃତକଙ୍କ ସଂଖ୍ୟା ୯୪୦ କୁ ବୃଦ୍ଧି

ଭୁବନେଶ୍ୱର ୬-୧୨ (ଓଡ଼ିଆ ପୁଅ) ରାଜ୍ୟରେ ଆଜି କରୋନା ନେଇଛି ୧୬ ମୁଣ୍ଡ। ମୋଟ ମୃତକଙ୍କ ସଂଖ୍ୟା ୯୪୦ କୁ ବୃଦ୍ଧି ପାଇଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।
ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –
ଅନୁଗୁଳ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୮ (ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ବାଲେଶ୍ୱର ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୩୯ (ଆଜି ୪ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ବୌଦ୍ଦ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୫ (ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

କଟକ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୮୨ (ଆଜି ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ଖୋର୍ଦ୍ଦା ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୧୫୪ (ଆଜି ୩ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ମୟୁରଭଞ୍ଜ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୨୫ (ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ନବରଙ୍ଗପୁର ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୭ (ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ନୟାଗଡ଼ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୩୦ (ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ପୁରୀ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୬୩ (ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ସୋନପୁର ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୯ (ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ମୃତକଙ୍କ ବିଷୟରେ –
୧- ଅନୁଗୁଳ ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୨- ବାଲେଶ୍ୱର ଜିଲ୍ଲାର ଜଣେ ୩୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୩- ବାଲେଶ୍ୱର ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୪- ବାଲେଶ୍ୱର ଜିଲ୍ଲାର ୫୬ ବର୍ଷ ବୟସ୍କ ପୁରୁଷ।

୫- ବାଲେଶ୍ୱର ଜିଲ୍ଲାର ୬୦ ବର୍ଷ ବୟସ୍କ ପୁରୁଷ।

୬- ଭୁବନେଶ୍ୱରର ଜଣେ ୮୧ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୭- ବୌଦ୍ଧ ଜିଲ୍ଲାର ଜଣେ ୩୮ ବର୍ଷ ବୟସ୍କ ପୁରୁଷ।

୮- କଟକ ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏ ଡାଇବେଟିସ୍ ଏବଂ ମାଇଷ୍ଟେନିଆ ଗ୍ରାଭିସରେ ମଧ୍ୟ ପୀଡିତ ଥିଲେ।

୯- କଟକ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୦- ଖୋର୍ଦ୍ଧା ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୧- ଖୋର୍ଦ୍ଧା ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କ୍ରନିକ୍ କିଡନୀ ରୋଗରେ ମଧ୍ୟ ପୀଡିତ ଥିଲେ।

୧୨- ମୟୁରଭଞ୍ଜ ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ।

୧୩- ନୱରଙ୍ଗାପୁର ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୧୪- ନୟାଗଡ଼ ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କ ପୁରୁଷ।

୧୫- ପୁରୀ ଜିଲ୍ଲାର ଜଣେ ୭୭ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୧୬- ସୁବର୍ଣ୍ଣପୁର ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।