Home Coronavirus Outbreak ଆଜି କରୋନା ନେଲା ୧୬ ମୁଣ୍ଡ – ମୋଟ ମୃତ୍ୟୁ ୮୧୩ କୁ ବୃଦ୍ଧି

ଆଜି କରୋନା ନେଲା ୧୬ ମୁଣ୍ଡ – ମୋଟ ମୃତ୍ୟୁ ୮୧୩ କୁ ବୃଦ୍ଧି

67

ଭୁବନେଶ୍ୱର ୨୮-୯ (ଓଡ଼ିଆ ପୁଅ) ଆଜି ରାଜ୍ୟେରେ କରୋନା ନେଇଛି ୧୬ ମୁଣ୍ଡ। ତେଣୁ ମୋଟ ମୃତ୍ୟୁ ସଂଖ୍ୟା ୮୧୩ କୁ ବୃଦ୍ଧି ପାଇଛି। ତେବେ ଜାଣନ୍ତୁ କେଉଁ ଜାଲ୍ଲାରୁ କେତେ

ବାଲେଶ୍ୱର ଜିଲ୍ଲାରୁ ୩ ଜଣ,
ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ,
ବଲାଙ୍ଗୀର ଜିଲ୍ଲାରୁ ଜଣେ,
କଟକ ଜିଲ୍ଲାରୁ ଜଣେ,
ଢେଙ୍କାନାଳ ଜିଲ୍ଲାରୁ ଜଣେ,
ଗଞ୍ଜାମ ଜିଲ୍ଲାରୁ ଜଣେ,
କଳାହାଣ୍ଡି ଜିଲ୍ଲାରୁ ଜଣେ,
କନ୍ଧମାଳ ଜିଲ୍ଲାରୁ ଜଣେ,
ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ,
ନବରଙ୍ଗପୁର ଜିଲ୍ଲାରୁ ଜଣେ,
ପୁରୀ ଜିଲ୍ଲାରୁ ୨ ଜଣ,

୧- ବାଲେଶ୍ୱର ଜିଲ୍ଲାରୁର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୨- ବାଲେଶ୍ୱର ଜିଲ୍ଲାର ୬୫ ବର୍ଷ ବୟସ୍କା ମହିଳା।

୩- ବାଲେଶ୍ୱର ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୪- ଭୁବନେଶ୍ୱରର ଜଣେ ୭୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପ ଏବଂ ପୋଷ୍ଟ କରୋନାରୀ ଧମନୀ ବାଇପାସ୍ ଗ୍ରାଫ୍ଟିଙ୍ଗ୍ ସ୍ଥିତିରେ ମଧ୍ୟ ପୀଡିତ ଥିଲେ।

୫- ଭୁବନେଶ୍ୱରର ଜଣେ ୬୩ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୬- ବଲାଙ୍ଗୀର ଜିଲ୍ଲାର ୬୬ ବର୍ଷ ବୟସ୍କ ପୁରୁଷ।

୭- କଟକ ଜିଲ୍ଲାର ୬୭ ବର୍ଷ ବୟସ୍କ ପୁରୁଷ।

୮- ଢ଼େଙ୍କାନାଳ ଜିଲ୍ଲାର ଜଣେ ୬୧ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୯- ଗଞ୍ଜାମ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୧୦- କଳାହାଣ୍ଡି ଜିଲ୍ଲାର ୪୫ ବର୍ଷ ବୟସ୍କା ମହିଳା।

୧୧- କନ୍ଧମାଲ ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୨- ମୟୁରଭଞ୍ଜ ଜିଲ୍ଲାର ୭୦ ବର୍ଷ ବୟସ୍କା ମହିଳା।

୧୩- ମୟୁରଭଞ୍ଜ ଜିଲ୍ଲାର ୪୦ ବର୍ଷ ବୟସ୍କ ପୁରୁଷ।

୧୪- ନବରଙ୍ଗପୁର ଜିଲ୍ଲାର ଜଣେ ୫୪ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୧୫- ପୁରୀ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ।

୧୬- ପୁରୀ ଜିଲ୍ଲାର ୭୯ ବର୍ଷ ବୟସ୍କ ପୁରୁଷ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.