Home Coronavirus Outbreak ରାଜ୍ୟରେ ଆଜି କରୋନା ନେଲା ୧୭ ମୁଣ୍ଡ – ମୋଟ ମୃତକଙ୍କ ସଂଖ୍ୟା ୧୧୨୧ କୁ...

ରାଜ୍ୟରେ ଆଜି କରୋନା ନେଲା ୧୭ ମୁଣ୍ଡ – ମୋଟ ମୃତକଙ୍କ ସଂଖ୍ୟା ୧୧୨୧ କୁ ବୃଦ୍ଧି

78

ଭୁବନେଶ୍ୱର ୧୭-୧୦ (ଓଡ଼ିଆ ପୁଅ) ରାଜ୍ୟରେ ଆଜି କରୋନା ନେଲା ୧୭ ମୁଣ୍ଡ। ମୋଟ ମୃତକଙ୍କ ସଂଖ୍ୟା ୧୧୨୧ କୁ ବୃଦ୍ଧି ପାଇଛି। ଏ ନେଇ ଓଡ଼ିଶା ସରକାରଙ୍କର ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।
ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ମୃତ –
ଅନୁଗୁଳ ଜିଲ୍ଲାର ଜଣେ
ବାଲେଶ୍ୱର ଜିଲ୍ଲାର ଜଣେ
ଭୁବନେଶ୍ୱରର ୪ ଜଣ
କଟକ ଜିଲ୍ଲାର ୨ ଜଣ
ଜଗତସିଂହପୁର ଜିଲ୍ଲାର ଜଣେ
କନ୍ଧମାଳ ଜିଲ୍ଲାର ଜଣେ
କେନ୍ଦୁଝର ଜିଲ୍ଲାର ଜଣେ
ଖୋର୍ଦ୍ଧା ଜିଲ୍ଲାର ଜଣେ
ମୟୁରଭଞ୍ଜ ଜିଲ୍ଲାର ଜଣେ
ନୟାଗଡ଼ ଜିଲ୍ଲାର ଜଣେ
ପୁରୀ ଜିଲ୍ଲାର ଜିଲ୍ଲାର ଜଣେ
ରାଉରକେଲାର ଜଣେ
ସମ୍ବଲପୁର ଜିଲ୍ଲାର ଜଣେ

ମୃତକଙ୍କ ବିଷୟରେ

୧- ଅନୁଗୁଳ ଜିଲ୍ଲାର ୫୬ ବର୍ଷ ବୟସ୍କ ପୁରୁଷ।

୨- ବାଲେଶ୍ୱର ଜିଲ୍ଲାର ଜଣେ ୬୯ ବର୍ଷ ବୟସ୍କ ପୁରୁଷ ଯିଏ ଡାଇବେଟିସ୍ ଏବଂ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୩- ଭୁବନେଶ୍ୱରର ୫୭ ବର୍ଷ ବୟସ୍କା ମହିଳା।

୪- ଭୁବନେଶ୍ୱରର ୭୦ ବର୍ଷ ବୟସ୍କ ପୁରୁଷ।

୫- ଭୁବନେଶ୍ୱରର ୭୩ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ହାଇପୋଥାଇରଏଡିଜିମ୍ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୬- ଭୁବନେଶ୍ୱରର ଜଣେ ୭୬ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୭- କଟକର ୬୫ ବର୍ଷ ବୟସ୍କା ମହିଳା।

୮- କଟକ ଜିଲ୍ଲାର ଜଣେ ୪୯ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୯- ଜଗତସିଂହପୁର ଜିଲ୍ଲାର ଜଣେ ୭୯ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୦- କନ୍ଧମାଳ ଜିଲ୍ଲାର ଜଣେ ୫୩ ବର୍ଷ ବୟସ୍କ ପୁରୁଷ।

୧୧- କେନ୍ଦୁଝର ଜିଲ୍ଲା ଜିଲ୍ଲାର ୭୪ ବର୍ଷ ବୟସ୍କା ପୁରୁଷ।

୧୨- ଖୋର୍ଦ୍ଧା ଜିଲ୍ଲାର ଜଣେ ୩୭ ବର୍ଷ ବୟସ୍କା ମହିଳା।

୧୩- ମୟୁରଭଞ୍ଜ ଜିଲ୍ଲାର ୫୮ ବର୍ଷ ବୟସ୍କ ପୁରୁଷ।

୧୪- ନୟାଗଡ଼ ଜିଲ୍ଲାର ୬୬ ବର୍ଷ ବୟସ୍କ ପୁରୁଷ।

୧୫- ପୁରୀ ଜିଲ୍ଲାର ଜଣେ ୭୭ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୧୬- ରାଉରକେଲାର ୬୪ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୭- ସମ୍ବଲପୁର ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.