Home Coronavirus Outbreak ରାଜ୍ୟରେ ଆଜି କରୋନା ନେଲା ୧୭ ମୁଣ୍ଡ – ମୋଟ ମୃତକଙ୍କ ସଂଖ୍ୟା ୧୦୮୯ କୁ...

ରାଜ୍ୟରେ ଆଜି କରୋନା ନେଲା ୧୭ ମୁଣ୍ଡ – ମୋଟ ମୃତକଙ୍କ ସଂଖ୍ୟା ୧୦୮୯ କୁ ବୃଦ୍ଧି

74

ଭୁବନେଶ୍ୱର ୧୫-୧୦ (ଓଡ଼ିଆ ପୁଅ) ରାଜ୍ୟରେ ଆଜି କରୋନା ନେଲା ୧୭ ମୁଣ୍ଡ। ମୋଟ ମୃତକ ୧୦୮୯ କୁ ବୃଦ୍ଧି ହୋଇଛି। ଏ ନେଇ ଓଡ଼ିଶା ସରକାରଙ୍କର ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

କଟକ ଜିଲ୍ଲାର ୩ ଜଣ
ନୟାଗଡ଼ର ଜଣେ
ଯାଜପୁର ଜିଲ୍ଲାର ଜଣେ
ବାଲେଶ୍ୱରର ଜଣେ
ଭୁବନେଶ୍ୱରର ୪ ଜଣ
ସୁନ୍ଦରଗଡ ଜିଲ୍ଲାର ୩ ଜଣ (ରାଉରକେଲାର ଜଣେ)
ବୌଦ୍ଦ ଜିଲ୍ଲାର ଜଣେ
କଳାହାଣ୍ଡି ଜିଲ୍ଲାର ଜଣେ
ଗଞ୍ଜାମ ଜିଲ୍ଲାର ୨ ଜଣ

ମୃତକଙ୍କ ବିଷୟରେ –

୧- କଟକ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା।

୨- ନୟାଗଡ଼ର ୫୭ ବର୍ଷ ବୟସ୍କା ମହିଳା।

୩- କଟକ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ।

୪- କଟକ ଜିଲ୍ଲାର ଜଣେ ୨୮ ବର୍ଷ ବୟସ୍କ ପୁରୁଷ।

୫- ଯାଜପୁର ଜିଲ୍ଲାର ଜଣେ ୮୫ ବର୍ଷ ବୟସ୍କା ମହିଳା।

୬- ବାଲେଶ୍ୱରର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୭- ଭୁବନେଶ୍ୱରର ଜଣେ ୪୯ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୮- ଭୁବନେଶ୍ୱରର ଜଣେ ୭୨ ବର୍ଷ ବୟସ୍କ ପୁରୁଷ।

୯- ଭୁବନେଶ୍ୱରର ଜଣେ ୪୨ ବର୍ଷ ବୟସ୍କ ପୁରୁଷ।

୧୦- ଭୁବନେଶ୍ୱରର ଜଣେ ୭୭ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୧- ସୁନ୍ଦରଗଡ ଜିଲ୍ଲାର ଜଣେ ୫୮ ବର୍ଷ ବୟସ୍କ ପୁରୁଷ।

୧୨- ବୌଦ୍ଦ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ।

୧୩- କଳାହାଣ୍ଡି ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ।

୧୪- ସୁନ୍ଦରଗଡ ଜିଲ୍ଲାର ଜଣେ ୩୬ ବର୍ଷ ବୟସ୍କା ମହିଳା।

୧୫- ରାଉରକେଲାର ଜଣେ ୬୯ ବର୍ଷ ବୟସ୍କ ପୁରୁଷ।

୧୬- ଗଞ୍ଜାମ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା।

୧୭- ଗଞ୍ଜାମ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.